ଧର୍ମଶାଳା ୧୭ା୮(ଡି.ଏନ୍.ଏ.)- ଧର୍ମଶାଳା ତହସିଲ ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥ ପ୍ରସସ୍ଥିକରଣ ପାଇଁ ଜାରକା ବଜାର ଉଭୟ ପାର୍ଶ୍ୱରେ ବେଆଇନ ଭାବେ ନିର୍ମିତ ଦୋକାନଗୁଡିକୁ ତହସିଲ ପକ୍ଷରୁ ଶୁକ୍ରବାର ଉଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି ା ପୂର୍ବ ନୋଟିସ ମୁତାବକ ଧର୍ମଶାଳା ତହସିଲଦାର ସରୋଜ କୁମାର ପଣ୍ଡା, ୨ ପ୍ଲାଟୁନ ପୋଲିସ ଫୋର୍ସ ସହ ଜାରକା ବଜାରର ଭୂମିକା ଆଇ ହସପିଟାଲଠାରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ କରିଥିଲେ ା ଏଥିରେ ଅତିରିକ୍ତ ତହସିଲଦାର ଦେବୀ ପ୍ରସାଦ ମହାନ୍ତି ମାଜିଷ୍ଟ୍ରେଟ ଭାବେ ଯୋଗଦେଇଥିବା ବେଳେ ଅନ୍ୟତମ ଅତିରିକ୍ତ ତହସିଲଦାର ଶିତଲ ଅଗ୍ରୱାଲ ଉପସ୍ଥିତ ରହିଥିଲେ। ଧର୍ମଶାଳା ଥାନାଧିକାରୀ ସରୋଜ କୁମାର ସାହୁ ଶାନ୍ତିଶୃଙ୍ଖଳା ରକ୍ଷା କରିଥିଲେ। ୧୬ ନମ୍ବର ଜାତୀୟ ରାଜପଥ ଚଣ୍ଡିଖୋଲଠାରୁ ପାଣି କୋଇଲିର ରାସ୍ତାର ଜାରକା ବଜାର ବାମ ପାର୍ଶ୍ୱ ଭଙ୍ଗାଯାଇଛି। ଶନିବାର ଏହାର ବିପରିତ ଦିଗରେ ଥିବା ଦୋକାନଗୁଡିକୁ ଭଙ୍ଗାଯିବ ବୋଲି ତହସିଲଦାର ପଣ୍ଡା କହିଛନ୍ତି। ଏଥିସହ ଉଚ୍ଛେଦ ପ୍ରକ୍ରିୟା ଶାନ୍ତିପୂର୍ଣ୍ଣଥିବା ତହସିଲଦାର ଓ ଥାନାଧିକାରୀ ସାହୁ ସୂଚନା ଦେଇଛନ୍ତି ା
ଧରମ ଝିଅକୁ ୫ମାସର ଗର୍ଭବତୀ କରି ୨୦ବର୍ଷ ଜେଲ ଗଲେ ଦିବ୍ୟାଙ୍ଗ ବାପା।
କଳିଙ୍ଗନଗର, ୧୬।୫ (ଶୁଭାଶିଷ ରାଉତ): ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଦଣ୍ଡାଦେଶ ହୋଇଛି।…
୨ଘଣ୍ଟାରୁ ଅଧିକ ସମୟ ବିଦ୍ୟୁତ ସେବା ଠପ୍, ଅସନ୍ତୋଷ ପ୍ରକାଶ କଲେ ଲୋକେ, ଏସଡିଓ କହିଲେ…
ଧର୍ମଶାଳା,୧୫।୫(ଶିବ ପ୍ରସାଦ ମହାନ୍ତି ): ଯାଜପୁର ଜିଲା ଜାରକା ବିଦ୍ୟୁତ୍ ବିଭାଗ କର୍ମଚାରୀଙ୍କ ମନମୁଖୀ କାର୍ଯ୍ୟ ପାଇଁ ଗ୍ରାହକମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଖରା ଦିନ…
ଏକାବେଳେ ଦୁଇ ଭଉଣୀଙ୍କୁ କରିଦେଲେ ଗର୍ଭବତୀ
କଳିଙ୍ଗନଗର,୧୦।୫(ଶୁଭାଶିଷ ରାଉତ): ଯାଜପୁର ଜିଲା କଳିଙ୍ଗନଗର ଥାନା ଅଞ୍ଚଳର ୨ ନାବାଳିକା ଭଉଣୀଙ୍କୁ ଦୁଇ ସାଙ୍ଗ ବିବାହ ପ୍ରଲୋଭନ ଦେଖାଇ ଗର୍ଭବତୀ କରିଥିବା ଅଭିଯୋଗ ପରେ ପୋଲିସ…
ବାହାଘର ଭୋଜିରୁ ଫେରିବାବେଳେ ମର୍ମନ୍ତୁଦ ଦୁର୍ଘଟଣା: ବୋଲେରୋ-ହାଇଓ୍ବା ଧକ୍କା, ଚାଲିଗଲା ୫ ଜୀବନ
ଧର୍ମଶାଳା,୪ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ବରଡ଼ା ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବୋଲେରୋ ସହିତ ହାଇଓ୍ବା…
ବାଇକ୍ରେ ଯାଉଥିବା ବେଳେ ଉପରେ ପଡ଼ିଲା ତାଳ ଗଛ: ଚାଲିଗଲା ଯୁବକଙ୍କ ଜୀବନ,ଖବର ପାଇ ବିଷ ପିଇଦେଲେ ସ୍ତ୍ରୀ
ଯାଜପୁର,୨।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚିଛି। ଏହାର ପ୍ରଭାବରେ ବଡଚଣା ବଡ଼ବାଲିକିୁଦା ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ତାଳଗଛ…
ଅହେତୁକ ବିଦ୍ୟୁତକାଟ ପ୍ରତିବାଦରେ ଏସଡିଓ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା, ପ୍ରତିଶ୍ରୁତି ମିଳିବା ପରେ…
ଧର୍ମଶାଳା,୨୮।୪(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା କୁଆଖିଆ ଅଞ୍ଚଳରେ ଅହେତୁକ ବିଦ୍ୟୁତକାଟ ପ୍ରତିବାଦରେ ସ୍ଥାନୀୟ ବିଦ୍ୟୁତ ଏସଡିଓ କାର୍ଯ୍ୟାଳୟ ସମ୍ମୁଖରେ ସ୍ଥାନୀୟ ଉପଭୋକ୍ତାମାନେ ଗଣଧାରଣା ଦେଇଛନ୍ତି। ବର୍ତ୍ତମାନ…
କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍ ଓ୍ବେଭ୍କୁ ନେଇ ଏହି ଜିଲାରେ…
ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…
ଏମିତି ରାଗ ଯେ ଛାତ୍ରଙ୍କୁ ବିଛୁଆତିରେ ମାଡ଼ ମାରି ପ୍ୟାଣ୍ଟରେ ପୁରାଇ ଦେଇଥିଲେ, ଚାକିରିରୁ ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ
କଳିଙ୍ଗନଗର,୨୧।୪(ଶୁଭାଶିଷ ରାଉତ): ଶିକ୍ଷାର ମନ୍ଦିରରେ ଗୁରୁଙ୍କ ଅମାନବୀୟ କାଣ୍ଡ। କୋମଳମତି ପିଲାଙ୍କୁ ଦଣ୍ଡ ଦେବା ନାଁରେ ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୁରାଇ ନିର୍ଯାତନା ଦେଇଥିବା ଅଭିଯୋଗରେ…
Archives

