ଜାହାଜ ପରିଚାଳନାରେ ପାରାଦୀପ ବନ୍ଦର ରେକର୍ଡ: ୨୪ ଘଣ୍ଟାରେ ପରିଚାଳିତ ହେଲା ୩୦ ଜାହାଜ

ଭୁବନେଶ୍ୱର,୨୮-୫: ଦୈନିକ ହାରାହାରି ଜାହାଜ ପରିଚାଳନାରେ ପାରାଦୀପ ବନ୍ଦର ରେକର୍ଡ ହାସଲ କରିଛି। ଚଳିତ ମାସ ୨୭ ତାରିଖ ସକାଳ ୭.୩୦ରୁ ୨୮ ତାରିଖ ୭.୩୦ ଅର୍ଥାତ ୨୪ ଘଣ୍ଟା ମଧ୍ୟରେ ବନ୍ଦରରେ ୩୦ ଜାହାଜ ସଫଳ ଭାବେ ପରିଚାଳିତ ହୋଇଥିବା ସୂଚନା ରହିଛି। ଏହା ମଧ୍ୟରେ ୧୦ ପ୍ରବେଶ ଜାହାଜ ରହିଥିବା ବେଳେ ୯ ପ୍ରସ୍ତାନ, ୩ ସିଫ୍ଟିଙ୍ଗ ଏବଂ ୮ ସିପିଂ ସପୋର୍ଟ ଜାହାଜ ରହିଛି। ସୁଚିନ୍ତିତ ପଦକ୍ଷେପ ଦ୍ୱାରା ବନ୍ଦରର କାର୍ଗୋ ପରିଚାଳନା ବୃଦ୍ଧି ହୋଇଥିବା ବନ୍ଦର ପକ୍ଷରୁ ସୂଚନା ରହିଛି। ବର୍ତ୍ତମାନ ସୁଦ୍ଧା ୩୯ ଜାହାଜ ହାର୍ବର ମଧ୍ୟକୁ ପ୍ରବେଶ ଲାଗି ଅପେକ୍ଷାରେ ରହିଛନ୍ତି। ଏହି ସଫଳତା ଲାଗି ହାର୍ବର ମାଷ୍ଟର, ମେରାଇନ ପାଇଲଟ, ବନ୍ଦରର କର୍ମଚାରୀ, ସିପିଙ୍ଗ ଏଜେଣ୍ଟ, ରପ୍ତାନିକାରୀ, ଆମଦାନୀକାରୀ ଏବଂ ଟ୍ରାଫିକ ବିଭାଗକୁ ବନ୍ଦରର ଡେପୁଟି କନଜର୍‌ଭେଟର୍‌ କ୍ୟାପଟେନ୍‌ ଅତୁଲ୍ୟ କୁମାର ମହାପାତ୍ର ଧନ୍ୟବାଦ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଙ୍କ ନକ୍ଷତ୍ର ପରିବର୍ତ୍ତନ: ଏହି ୩ ରାଶି ହେବେ ମାଲାମାଲ, ଖୋଲିବ ସଫଳତାର ଦ୍ୱାର

ଜ୍ୟୋତିଷ ଶାସ୍ତ୍ରରେ କେବଳ ଗ୍ରହଙ୍କ ରାଶି ପରିବର୍ତ୍ତନ ନୁହେଁ, ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ଗୁରୁତ୍ୱ ଦିଆଯାଏ। ବିଶେଷକରି ରାହୁ ଓ କେତୁ ଭଳି ଛାୟାଗ୍ରହଙ୍କ ଚଳନ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

ବନ୍ଦ କୋଠରୀରେ କ’ଣ ଘଟିଥିଲା? ଇସ୍ତଫା ଦେବା ପାଇଁ ହରମନପ୍ରୀତଙ୍କ ଉପରେ BCCI ଚାପ ପକାଇଥିଲା କି? ଜାଣନ୍ତୁ ଅଧିନାୟକ ପଦରୁ ଓହରିବାର…

ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ…

ପାକିସ୍ତାନୀ ମୁସଲମାନଙ୍କୁ ନେଇ ମିକା ସିଂଙ୍କ ବଡ଼ ବୟାନ, ଖରାପ ନୁହଁନ୍ତି….

ନୂଆଦିଲ୍ଲୀ,୬।୧୦: ବଲିଉଡ୍‌ର ଲୋକପ୍ରିୟ ସିଙ୍ଗର୍ ମିକା ସିଂ ନିଜର ବେବାକ୍ ଅନ୍ଦାଜ ପାଇଁ ବେଶ୍ ପରିଚିତ। ଭାରତ-ପାକିସ୍ତାନ ସମ୍ପର୍କ ଏବଂ ଦୁଇ ଦେଶର କଳାକାରଙ୍କୁ ନେଇ ମଧ୍ୟ…

ଓଏଚ୍‌ପିସି ଓ ବିଶ୍ୱ ଦକ୍ଷତା କେନ୍ଦ୍ର ମଧ୍ୟରେ ଏମ୍‌ଓୟୁ

ଭୁବନେଶ୍ୱର,୬।୧୦: ”ସବୁଜ ଶକ୍ତି ଉତ୍କର୍ଷ କେନ୍ଦ୍ର’ ସ୍ଥାପନ ପାଇଁ ଓଡ଼ିଶା ଜଳବିଦ୍ୟୁତ ଶକ୍ତି ନିଗମ ଲିମିଟେଡ୍‌ (ଓଏଚ୍‌ପିସି) ଓ ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ମଧ୍ୟରେ ସୋମବାର…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍‌

ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍‌ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ…

ହରମନପ୍ରୀତ କୌରଙ୍କ ପରେ ଭାରତୀୟ ଦଳର ପରବର୍ତ୍ତୀ ଅଧିନାୟିକା କିଏ? ନାମ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?