ଜାହ୍ନବୀଙ୍କ ସ୍ପଷ୍ଟୀକରଣ

ହିନ୍ଦୀ ଫିଲ୍ମ ଇଣ୍ଡଷ୍ଟ୍ରିରେ ଷ୍ଟାର କିଡ୍ସମାନଙ୍କୁ ଅଧିକ ପ୍ରାଧାନ୍ୟ ଦିଆଯାଉଥିବା ନେଇ ଅନେକ ସମୟରେ ବିବାଦ ଦେଖାଯାଇଛି। କିନ୍ତୁ ଏବେ ଆଉ ଏକ ପ୍ରସଙ୍ଗକୁ ନେଇ ଫିଲ୍ମ ଜଗତରେ ଚର୍ଚ୍ଚା ହେବା ଆରମ୍ଭ ହୋଇଛି। ଷ୍ଟାର କିଡ୍ସମାନଙ୍କୁ ନେଇ ଫିଲ୍ମ କରିବା ପାଇଁ ପ୍ରଡ୍ୟୁସରମାନଙ୍କୁ ଟଙ୍କା ଦିଆଯାଉଥିବା ଚର୍ଚ୍ଚା ହେଉଛି। ନିକଟରେ ଏକ ସାକ୍ଷାତ୍‌କାର ଜରିଆରେ ବଲିଉଡ୍‌ ଅଭିନେତ୍ରୀ ଜାହ୍ନବୀ କପୁର ଏନେଇ ନିଜ ମତ ରଖିଛନ୍ତି। ତାଙ୍କ ପାଖରେ କିମ୍ବା ବାପା ବୋନୀ କପୁରଙ୍କ ପାଖରେ ମୋଟା ଅଙ୍କର ଟଙ୍କା ନାହିଁ କିମ୍ବା ସେମାନେ ସେତେ ଧନୀ ନୁହନ୍ତି, ଯଦ୍ଦ୍ବାରା ପ୍ରଡ୍ୟୁସରଙ୍କୁ ଟଙ୍କା ଦେଇ ଫିଲ୍ମ ତିଆରି କରିପାରିବେ, ଯେଉଁଥିରେ ସେ ମୁଖ୍ୟ ଭୂମିକାରେ ଅଭିନୟ କରିବେ।
ଟ୍ୟାଲେଣ୍ଟ ପାଇଁ ତାଙ୍କ ଫିଲ୍ମରେ ଅଭିନୟ କରିବାର ସୁଯୋଗ ମିଳୁଥିବା ସେ କହିଛନ୍ତି। ଅନ୍ୟପକ୍ଷେ ଇଣ୍ଡଷ୍ଟ୍ରିରେ ଏମିତି କୌଣସି ପ୍ରଡ୍ୟୁସର ନାହାନ୍ତି ଯେଉଁମାନେ ଫିଲ୍ମରେ ନିଜ ଟଙ୍କା ଖର୍ଚ୍ଚ କରି ଷ୍ଟାର କିଡ୍ସମାନଙ୍କୁ ସୁଯୋଗ ଦେବେ ଏବଂ କ୍ଷତି ମଧ୍ୟ ସହିବେ। ଶେଷ ଥର ପାଇଁ ଜାହ୍ନବୀ ଫିଲ୍ମ ଡିଜ୍‌ନୀ ପ୍ଲସ୍‌ ହଟ୍‌ଷ୍ଟାରର ‘ଗୁଡ୍‌ ଲକ୍‌ ଜେରୀ’ରେ ଦେଖାଯାଇଥିଲେ। ଆଗାମୀ ଦିନରେ ତାଙ୍କ ଅଭିନୀତ ‘ ମିଲି’ ରିଲିଜ୍‌ ହେବ, ଯାହାର ପ୍ରମୋଶନ୍‌ ଏବେ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri