ଜିଆର୍‌ଏସ୍‌ଙ୍କ ବଦଳି: ରହିତାଦେଶ ଜାରି କଲେ ହାଇକୋର୍ଟ

ହାଟଡିହୀ,୬। ୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତରେ ସ୍ବଳ୍ପ ଦରମାରେ କାର୍ଯ୍ୟ କରୁଥିବା ୩୦ ଜଣ ଜିଆରଏସ୍‌ଙ୍କର ଡିଆର୍‌ଡିଏ ଚିଠି ନଂ. ୬୪୦୭/୨୮/୧୧/୨୦୧୯ରେ ଅନ୍ୟତ୍ର ବଦଳି ହୋଇଥିଲା। ମାତ୍ର ପାତର ଅନ୍ତର ଓ ମନମୁଖି ନୀତିରେ ଏହି ବଦଳି ହୋଇଥିବା ସହ ସେମାନଙ୍କ ଘରଠାରୁ ୨୦ରୁ ୪୦କିମି ଦୂରକୁ ବଦଳି ଅଭିଯୋଗରେ ୨୨ଜଣ ଜିଆରଏସ ହାଇକୋର୍ଟଙ୍କର ଦ୍ବାରସ୍ଥ ହୋଇଥିଲେ । ତେବେ ହାଇକୋର୍ଟ ମାମଲାର ଶୁଣାଣି କରି ବଦଳି ଉପରେ ଅନ୍ତରୀଣ ରହିତାଦେଶ ୧୧/୧୨/୨୦୧୯ ପର୍ଯ୍ୟନ୍ତ ଜାରି କରିଛନ୍ତି । ମାମଲା ନଂ. ଡବ୍ଲ୍ୟୁ ପି.(ସି) ୨୪୨୫୩/୨୦୧୯ ଏବଂ ଆଇ. ଏ. ୧୬୭୫୩/୨୦୧୯ରେ ଜବାବ ରଖିବା ପାଇଁ ପିଡି ଡିଆର୍‌ଡିଏ, ଜିଲାପାଳ, ହାଟଡିହୀ ବିଡିଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଭାବେ କରୁଥିଲେ ଗୋରୁ ଚାଲାଣ, ଅଭିଯୁକ୍ତ ଜିତୁଙ୍କୁ ବାନ୍ଧିଲା…

ଆନନ୍ଦପୁର/ହାଟଡିହୀ,୨୧l୫(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘସିପୁରା ଥାନା ଗୁହାଳିଆ ଗ୍ରାମର ଅମିନ ଜେନାଙ୍କ ପୁଅ ସୁବ୍ରତ କୁମାର ଜେନା (୩୮) ଓରଫ ଜିତୁଙ୍କୁ ଗୁରୁବାର…

ଗ୍ଲାମ ଇଣ୍ଡିଆରେ ଚମକିଲେ କଳାହାଣ୍ଡିର ଝିଅ ଅନ୍ବେଷା ମିଶ୍ର

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଭବାନୀପାଟଣାର ଝିଅ ଅନ୍ବେଷା ମିଶ୍ର(୧୩) ସମ୍ମାନଜନକ ଗ୍ଲାମ ଇଣ୍ଡିଆରେ ପ୍ରତିଯୋଗିତାରେ କୃତିତ୍ବ ହାସଲ କରି ଜିଲା ପାଇଁ ଗୌରବ ଆଣିଛନ୍ତି। ପ୍ରିଟିନ୍ ବର୍ଗରେ…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

ଗ୍ରୀଷ୍ମ ବଦଳାଇଲା ସ୍କୁଲ ଛୁଟିର କ୍ୟାଲେଣ୍ଡର! ଜୁଲାଇ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ? ଜାଣନ୍ତୁ…

ଚଣ୍ଡିଗଡ଼,୨୧।୫: ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ହେଲେ ପଞ୍ଜାବ ଏବଂ ଚଣ୍ଡିଗଡ଼ରେ ପ୍ରବଳ ଗରମ ଯୋଗୁ ସେଠାକାର ଜନତା ଆତଙ୍କିତ ହୋଇପଡ଼ିଛନ୍ତି। ପଞ୍ଜାବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri