ଜିଏସ୍‌ଟି ବାର୍ଷିକ ରିଟର୍ନ ପଇଠ ଅବଧି ବଢିଲା

ନୂଆଦିଲ୍ଲୀ,୧୫-୧୧: କେନ୍ଦ୍ର ସରକାର ଗୁରୁବାର ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି)ର ବାର୍ଷିକ ରିଟର୍ନ ଓ ରିକନସିଲେଶନ ଷ୍ଟେଟମେଣ୍ଟ ଫାଇଲ କରିବାର ଅବଧିକୁ ବଢାଇଛନ୍ତି। ୨୦୧୭-୧୮ ବର୍ଷ ଲାଗି ରିଟର୍ନ ଅବଧି ଡିସେମ୍ବର ୩୧କୁ ବଢିଥିବା ବେଳେ ୨୦୧୮-୧୯ ବର୍ଷ ଲାଗି ଏହାକୁ ମାର୍ଚ୍ଚ ୩୧ ଯାଏ ବୃଦ୍ଧି କରାଯାଇଛି। ସେହିଭଳି ୨ ଜିଏସ୍‌ଟି ରିଟର୍ନ ଫର୍ମକୁ ସରଳୀକୃତ କରାଯାଇଥିବା କେନ୍ଦ୍ରୀୟ ପରୋକ୍ଷ ଏବଂ ସୀମା ଶୁଳ୍କ ବୋର୍ଡ(ସିବିଆଇସି) ପକ୍ଷରୁ କୁହାଯାଇଛି। ପୂର୍ବରୁ ବାର୍ଷିକ ରିଟର୍ନ ବା ଜିଏସ୍‌ଟିଆର୍‌-୯ ଏବଂ ଜିଏସ୍‌ଟି ଆର୍‌ ୯- ସି ଦାଖଲ କରିବାର ଶେଷ ତାରିଖ ନଭେମ୍ବର ୩୦ ଡିସେମ୍ବର ମାସ ୩୧ ରହିଥିଲା। ନୂଆ ତାରିଖ ନେଇ ସିବିଆଇସି ବିଜ୍ଞପ୍ତି ମଧ୍ୟ ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୋର ଧରିଲା ‘ମାଳି ସୁରକ୍ଷା ଆନ୍ଦୋଳନ’: ଖଣି ଖନନ ବିରୋଧରେ ଏକଜୁଟ ହେଲେ ଆଦିବାସୀ, କହିଲେ ଆମକୁ ଭତ୍ତା ନୁହଁ…

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ‘ମାଆ, ମାଟି ଓ ମାଳି’ର ସୁରକ୍ଷା ପାଇଁ ଚାଲିଥିବା ଗଣ-ଆନ୍ଦୋଳନ ଏବେ ତୀବ୍ର…

ଟେଲିଫୋନ ଏକ୍ସଚେଞ୍ଜରୁ ବ୍ୟାଟେରୀ ଚୋରି: ବିଜୁଳି ଚାଲିଗଲେ ଉପଭୋକ୍ତା ସେବାରୁ ବଞ୍ଚିତ

ଭଞ୍ଜନଗର, ୧।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଟେଲିଫୋନ ଏକ୍ସଚେଞ୍ଜରୁ ଗତ ଶୁକ୍ରବାର ମୂଲ୍ୟବାନ ସବୁ ବ୍ୟାଟେରୀ ଚୋରି ହୋଇଯାଇଛି । ଏହାପୂର୍ବରୁ…

ପାଣି ପାଇଁ ବ୍ଲକ ସମ୍ମୁଖରେ ଅନଶନ କଲେ ସମିତି ସଭ୍ୟ, ବାଲଟି ଧରି ମହିଳାମାନେ

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପାଣି ପାଇଁ ସମିତି ସଭ୍ୟ ବ୍ଲକ ସମ୍ମୁଖରେ ଅନଶନ କରିଥିବା ବେଳେ ମହିଳାମାନେ ରାସ୍ତା ଅବରୋଧ କରିଛନ୍ତି । ଏଭଳି ଦୃଶ୍ୟ ଦେଖିବାକୁ…

Featured Video Play Icon

ପୋଲିସ ଟିମ୍‌ ନେଇ ଶାଶୂ ଘରେ ପହଞ୍ଚିଲେ ତ୍ରିଷ୍ଣା, ତା’ପରେ…

ଭୁବନେଶ୍ୱର, ୧।୬: ୟ୍ୟୁଟବର ତ୍ରିଷ୍ଣା ପୋଲିସ ଉପସ୍ଥିତରେ ଶାଶୂ ଘରେ ପହଞ୍ଚି ସମସ୍ତ ଯୌତୁକ ଜିନିଷ…

RCB ଜିତିବା ପରେ ରୋମାଣ୍ଟିକ ହେଲେ ଅନୁଷ୍କା: ଶେୟାର କଲେ ଏମିତି ଫଟୋ

ନୂଆଦିଲ୍ଲୀ,୧।୬: ଲଗାତାର ଦ୍ୱିତୀୟ ବର୍ଷ ପାଇଁ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିଜୟୀ ହୋଇଛି। ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ…

ପୁଣି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହ ଖେଳ: ଅନଲାଇନରେ ମହାପ୍ରସାଦ, ଖଜା ବିକ୍ରି ନେଇ…

ପୁରୀ, ୧।୬ (ଅଜିତ କୁମାର ମହାନ୍ତି): ପୁଣିଥରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଅପମାନ ହେଉଥିବା ସହ ଭକ୍ତମାନଙ୍କ ଭାବାବେଗ ସହିତ ଖେଳାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଅନଲାଇନ…

OMC ଗେଟ୍‌ରେ ତାଲା ପକାଇଲେ ସୁରକ୍ଷାକର୍ମୀ

ବଣାଇଁ,୧।୬(ପ୍ରଦୀପ ତ୍ରିପାଠୀ): ଖରା, ବର୍ଷା ଶୀତ କାକରକୁ ଖାତିର ନ କରି ଖଣିକୁ ସୁରକ୍ଷା ଦେଲେ। ଅପ୍ରୀତିକର ପରିସ୍ଥିତିର ମୁକାବିଲା କରି ନିଜ ଜୀବନକୁ ବାଜି ଲଗାଇ…

ଡହଡହ ଖରାରେ କାମ କରୁଥିଲେ ସୋମନାଥ, ଅଂଶୁଘାତରେ ଚାଲିଗଲା ଜୀବନ; ପରିବାରକୁ ସହାୟତା ଯୋଗାଇ ଦେବାକୁ…

ବଲାଙ୍ଗୀର, ୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମ୍ୟୁନିସିପାଲିଟି ଓ୍ବାର୍ଡ ନମ୍ବର ୧୮ ଅନ୍ତର୍ଗତ ତୁଲସୀନଗର ପଡାର ଦୁର୍ଗାମଣ୍ଡପ ପଛପଟେ ରହୁଥିବା ସୋମନାଥ ବନଗୁଲା (୬୫)ଙ୍କ ଶୁକ୍ରବାର ଅଂଶୁଘାତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri