ଜିଡିପି ୫.୮%କୁ ଖସିଲା

ନୂଆଦିଲ୍ଲୀ,୧-୬: ମୋଦି ସରକାର ଶପଥଗ୍ରହଣର ଦ୍ୱିତୀୟ ଦିନରେ ଅର୍ଥନୀତି ଦୃଷ୍ଟିରୁ ଖରାପ ଖବର ଆସିଛି। ଆର୍ଥିକ ବର୍ଷ ୨୦୧୮-୧୯ର ଚତୁର୍ଥ ତ୍ରୈମାସରେ ଦେଶର ଆର୍ଥିକ ବିକାଶ(ଜିଡ଼ିପି) ହାର ୬% ତଳକୁ ଖସି ୫.୮%ରେ ପହଞ୍ଚତ୍ୟାଇଛି। ଫଳରେ ଏହାର ପ୍ରଭାବରେ ସମ୍ପୂର୍ଣ୍ଣ ଆର୍ଥିକ ବର୍ଷ ପାଇଁ ଜିଡ଼ିପି ହାର ୭%ରୁ ୬.୮%କୁ ହ୍ରାସ ପାଇଛି। ସୂଚନାଯୋଗ୍ୟ ଯେ, ୨୦୧୭-୧୮ର ଜାନୁୟାରୀ-ମାର୍ଚ୍ଚ ତ୍ରୈମାସରେ ଜିଡ଼ିପି ହାର ୮.୧% ରହିଥିଲା ଏବଂ ସମ୍ପୂର୍ଣ୍ଣ ଆର୍ଥିକ ବର୍ଷରେ ଏହା ୭.୨%ରେ ପହଞ୍ଚତ୍ୟାଇଥିଲା। ଅର୍ଥାତ ଚତୁର୍ଥ ତ୍ରୈମାସରେ ପୂର୍ବବର୍ଷ ତୁଳନାରେ ଗତବର୍ଷ ଜିଡ଼ିପି ହାର ୨.୩% କମିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

ଜଳବାୟୁ ପରିବର୍ତ୍ତନ ପାଇଁ ବଢ଼ୁଛି ଦରଦାମ

ଭୁବନେଶ୍ୱର,୨୬ା୪(ଅନୁରାଧା ମହାରଣା): ଆସନ୍ତା ୫ବର୍ଷ ମଧ୍ୟରେ ଦେଶର ଅର୍ଥନୀତିର ବିକାଶ ନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆକଳନ କରିଥିବାବେଳେ ପାଣିପାଗ ପରିବର୍ତ୍ତନ ଦରଦାମ ହ୍ରାସରେ ବାଧକ...

ଭୋଡାଫୋନ ଆଇଡିଆକୁ ମିଳିଲା ନୂଆ ଜୀବନ, କରିବ ସ୍ମାର୍ଟ ଏଣ୍ଟ୍ରି

ନୂଆଦିଲ୍ଲୀ,୨୫।୪: ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଳମ ବିର୍ଲା କହିଛନ୍ତି ଯେ ଟେଲିକମ କମ୍ପାନୀ ଭୋଡାଫୋନ ଆଇଡିଆର ୧୮,୦୦୦ କୋଟି ଟଙ୍କା ସଂଗ୍ରହ କମ୍ପାନୀ...

ଅମ୍ବାନୀ ଆଣିଲେ ୧ ଟଙ୍କାରେ ଓଟିଟିର ଜବରଦସ୍ତ ପ୍ଲାନ୍‌: ଆମାଜନ, ନେଟଫ୍ଲିକ୍ସକୁ ମିଳିବ ଟକ୍କର

ନୂଆଦିଲ୍ଲୀ,୨୫।୪: ମୁକେଶ ଅମ୍ବାନୀଙ୍କ ଜିଓସିନେମା ପ୍ଲାଟଫର୍ମରେ ଏବେ ଦୈନିକ ୧ ଟଙ୍କାରୁ କମ୍‌ ଖର୍ଚ୍ଚ କରି ହଲିଉଡ୍‌ ଫିଲ୍ମ ଏବଂ ଟିଭି ଶୋ’ର ମଜା ନେଇପାରିବେ।...

ଶେୟାର ବଜାରର ଉତ୍ସାହ, ମାର୍କେଟ କ୍ୟାପ୍ ୪୦୪ ଲକ୍ଷ କୋଟି ପାର

ମୁମ୍ବାଇ,୨୫।୪: ଗୁରୁବାର ଦ୍ୱିପ୍ରହରରେ ଶେୟାର ବଜାରରେ କିଣାବିକା ବଢିବା ସହିତ ଭାରତୀୟ ଶେୟାର ବଜାର ଉତ୍ସାହ ସହିତ ବନ୍ଦ ହୋଇଛି। ସେନସେକ୍ସ ୭୪,୦୦୦ ପଏଣ୍ଟ ପାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri