ଜିଲାଓ୍ବାରୀ ନୁହେଁ, ପଞ୍ଚାୟତସ୍ତରରେ ହେବ ଜୋନ୍‌ ବ୍ୟବସ୍ଥା

ଭୁବନେଶ୍ୱର,୨୬।୫(ବ୍ୟୁରୋ): ସମ୍ପ୍ରତି ଲକ୍‌ଡାଉନ୍‌ ୪.୦ ଜାରି ରହିଛି। ପୂର୍ବରୁ କରୋନା ସଂକ୍ରମିତ ଚିହ୍ନଟ ହେବାକୁ ନେଇ ଜିଲାଗୁଡ଼ିକୁ ରେଡ୍‌, ଅରେଞ୍ଜ, ଗ୍ରୀନ୍‌ ଜୋନ ଘୋଷଣା କରାଯାଉଥିଲା। ହେଲେ ଏଭଳି କରାଯିବା ଫଳରେ ଅର୍ଥନୈତିକ କାରବାର ଉପରେ ରୋକ ଲାଗିଗଲା। ଏବେ ସବୁ କରୋନା ପଜିଟିଭ୍‌ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ଜିଲାଓ୍ବାରୀ ଜୋନ୍‌ ବ୍ୟବସ୍ଥା ନ କରି ପଞ୍ଚାୟତସ୍ତରରେ କରିବାକୁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରିଥିଲେ। ଜୋନ୍‌ ବ୍ୟବସ୍ଥା ନେଇ ରାଜ୍ୟ ସରକାର ମେ’ ୧୮ରେ ଗାଇଡ୍‌ଲାଇନ୍‌ କରିଛନ୍ତି। ତଦନୁଯାୟୀ ପଞ୍ଚାୟତସ୍ତରରେ ଜୋନ୍‌ ଚିହ୍ନଟ ହେବ ବୋଲି ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri