ଜିଲାପାଳଙ୍କୁ ଆୟୁଷ ଡାକ୍ତର ସଂଘର ସ୍ମାରକପତ୍ର ପ୍ରଦାନ

ଛତ୍ରପୁର,୨୩ା୫(ଡି.ଏନ.ଏ)-ଗଞ୍ଜାମ ଜିଲା ଆୟୁଷ ଡାକ୍ତର ସଂଘ ପକ୍ଷରୁ ବିଭନ୍ନ ଦାବି ନେଇ ଶୁକ୍ରବାର ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି । ସେଥିରେ ଦର୍ଶାଯାଇଛି ଯେ, ଆୟୁଷ ଡାକ୍ତରମାନଙ୍କୁ ଅଣ କୋଭିଡ୍‌ ସ୍ବାସ୍ଥ୍ୟସେବାରେ ନିୟୋଜିତ କରିବାକୁ ରାଜ୍ୟ ସ୍ବାସ୍ଥ୍ୟ ସଚିବଙ୍କ ନିର୍ଦ୍ଦେଶ ରହିଛି ମାତ୍ର ଜିଲାରେ ଥିବା କୋଭିଡ୍‌ କେୟାର ସେଣ୍ଟର ଓ ଡେଡିକେଟେଡ୍‌ କୋଭିଡ୍‌ ହେଲଥ୍‌ ସେଣ୍ଟରରେ ଆୟୁଷ ଡାକ୍ତର କାର୍ଯ୍ୟ କରିବାକୁ ଜିଲା ଚିକିତ୍ସାଧିକାରୀ ୨୦ ତାରିଖରେ ନିର୍ଦ୍ଦେଶ ଦେଇଛନ୍ତି। ଆୟୁଷ ଡାକ୍ତରମାନଙ୍କୁ ସ୍ଥାୟୀ ନିଯୁକ୍ତି ନ ଦେଇ କେବଳ ଆବଶ୍ୟକ ସମୟରେ କାର୍ଯ୍ୟ ହାସଲ କରାଯାଉଛି । କରୋନା ମହାମାରୀ ସମୟରେ ସମସ୍ତ ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ସ୍ବତନ୍ତ୍ର ଆର୍ଥତ୍କ ଓ ସାମାଜିକ ପ୍ୟାକେଜ୍‌ ଘୋଷଣା କରାଯାଇଥିଲେ ମଧ୍ୟ ଆୟୁଷ ଡାକ୍ତରମାନଙ୍କ ପାଇଁ କିଛି ଘୋଷଣା କରାଯାଇନାହିଁ । ରାଜ୍ୟ ସରକାରଙ୍କ ପକ୍ଷରୁ କୋଭିଡ୍‌-୧୯ ଜରୁରୀକାଳୀନ ଡ୍ୟୁଟି ପାଇଁ ରେଗୁଲାର ଡାକ୍ତରଙ୍କ ପାଇଁ ଘୋଷିତ ସାମାଜିକ ସୁରକ୍ଷା ଓ ବୀମା ପ୍ୟାକେଜ୍‌ ରେ ଆୟୁଷ ଡାକ୍ତରଙ୍କୁ ସାମିଲ କରିବା, ଇନସେନଟିଭ୍‌ ବାବଦରେ ଦୈନିକ ୧୪୦୦ ଟଙ୍କା ଦେବା ଆଦି ଦାବି ନେଇ ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଥିବା ସଂଘ ପକ୍ଷରୁ ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାକୁ ବଡ଼ ଝଟକା, ଦଳ ଛାଡି କଂଗ୍ରେସରେ ମିଶିଲେ ବିଧାୟକ

ବେଙ୍ଗାଲୁରୁ,୧୪।୯: ଭାଜପାର ପୂର୍ବତନ ବିଧାୟକ ତଥା ଦଳର ରାଜ୍ୟ ଓବିସି (OBC) ମୋର୍ଚ୍ଚା ସଭାପତି ଏନ.ଏଲ. ନରେନ୍ଦ୍ର ବାବୁ ରବିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ‘ଭାରତ ଯୋଡ଼ୋ’…

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

ଆସିଲା ବଡ଼ ଖବର: ପୁଣି ବଢ଼ିବ LPG ସିଲିଣ୍ଡର ଦାମ୍‌! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୧୪।୯: ସମଗ୍ର ବିଶ୍ୱ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ପ୍ରଭାବ ବହନ କରୁଛି। ଶକ୍ତି ଯୋଗାଣରେ ବାଧା ସୃଷ୍ଟି ହେବା ଯୋଗୁଁ ଇନ୍ଧନ ମୂଲ୍ୟ…

ଗଣେଶ ଚତୁର୍ଥୀରେ ହଠାତ୍ କମିଗଲା ସୁନା ଦର, ରୁପା ବି ହେଲା ଶସ୍ତା

ନୂଆଦିଲ୍ଲୀ,୧୪ା୯: ସୁନା ଓ ରୁପା ଦରରେ ଗତ କିଛି ଦିନ ହେବ ଉତ୍‌ଥାନ-ପତନ ଲାଗି ରହିଛି । ସେପ୍ଟେମ୍ବର ୧୪, ଗଣେଶ ଚତୁର୍ଥୀ ଅବସରରେ ସୁନା କିଣିବାକୁ…

ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍‌ କୋଠା, ଭୁଲ୍‌ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…

ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ…

ପ୍ରଥମ ଟି-୨୦ରେ ଅଭିଷେକଙ୍କ ବଡ଼ କାରନାମା, ଭାଙ୍ଗିଲେ ୩ ବଡ଼ ରେକର୍ଡ; ଭାରତୀୟଙ୍କ ମଧ୍ୟରେ ନମ୍ବର-୧

ନୂଆଦିଲ୍ଲୀ,୧୪।୯: ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତ ୭ ଉଇକେଟ୍‌ରେ ଜିତିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ସମ୍ମୁଖରେ ୧୫୭ ରନର ବିଜୟ ଲକ୍ଷ୍ୟ…

ମୁମ୍ବାଇର ‘ସବୁଠୁ ଧନୀ ଗଣେଶ’; ୬୬ କେଜି ସୁନାରେ ସଜ୍ଜିତ ଗଣପତି; ୭୦୩ କୋଟିରୁ ଅଧିକ ଟଙ୍କାର ବୀମା

ମୁମ୍ବାଇ,୧୪।୯: ମୁମ୍ବାଇର ଗଣେଶୋତ୍ସବ କଥା ଉଠିଲେ ଲାଲବାଗଚା ରାଜାଙ୍କ ନାଁ ନିଶ୍ଚିତ ଭାବେ ଆସେ। ତେବେ ମାୟାନଗରୀରେ ଆଉ ଜଣେ ଗଣପତି ଅଛନ୍ତି, ଯାହାଙ୍କ ଦରବାରରେ ଭକ୍ତି…

ସୃଷ୍ଟି ହେଲା ୪ ବଡ଼ ରାଜଯୋଗ: କନ୍ୟା ସମେତ ଏହି ସବୁ ରାଶିଙ୍କର ସୁବର୍ଣ୍ଣ ସମୟ ଆରମ୍ଭ, ଧନବର୍ଷା ସହ ଚାକିରିରେ ପଦୋନ୍ନତି

ଭୁବନେଶ୍ୱର: ଆଜି ୧୪ ସେପ୍ଟେମ୍ବର ୨୦୨୬, ସୋମବାର। ଭାଦ୍ରବ ମାସ ଶୁକ୍ଳପକ୍ଷ ତୃତୀୟା ତିଥି ସହ ଚତୁର୍ଥୀ ତିଥି ମଧ୍ୟ ରହିଛି। ଏହି କାରଣରୁ ଆଜି ଗଣେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?