ଜିଲାପାଳଙ୍କୁ ଭେଟିଲେ ମୁମ୍ବାଇର ଛାତ୍ରୀଛାତ୍ର

ଛତ୍ରପୁର,୨୭ା୭(ଡି.ଏନ.ଏ.)-ମୁମ୍ବାଇରେ ସିଭିଲ୍‌ ସର୍ଭିସ୍‌ କୋଚିଂ ନେଉଥିବା ସେଠାକାର କେତେଜଣ ଛାତ୍ରୀଛାତ୍ର ଶୁକ୍ରବାର ସ୍ଥାନୀୟ ଡିଆରଡିଏ କାର୍ଯ୍ୟାଳୟରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ଭେଟିଛନ୍ତି। ନିଜ ଅଞ୍ଚଳରୁ ଛାତ୍ରୀଛାତ୍ରଙ୍କୁ ଦେଖି ଜିଲାପାଳ ଖୁସି ପ୍ରକାଶ କରିଥିଲେ ା ଛାତ୍ରୀଛାତ୍ରମାନେ ମଧ୍ୟ ଅନୁରୂପ ଖୁସି ହେଉଥିବା ଦେଖିବାକୁ ମିଳିଥିଲା। ପୂର୍ବରୁ ଜିଲାପାଳ କୁଲାଙ୍ଗେ ଯେତେବେଳେ ମହାରାଷ୍ଟ୍ର ରାଜ୍ୟର ଶିକ୍ଷା ବିଭାଗରେ କାର୍ଯ୍ୟ କରୁଥିଲେ ଏହି ଛାତ୍ରୀଛାତ୍ରମାନେ ତାଙ୍କ ପାଖରେ ପାଠ ପଢୁଥିଲେ ବୋଲି ସୂଚନା ଦେଇଥିଲେ ା ଜିଲାପାଳଙ୍କୁ ଭେଟିବା ପରେ ଛାତ୍ରୀଛାତ୍ରମାନେ ଗୋପାଳପୁରରେ ଥିବା ଶ୍ରଦ୍ଧା ସଞ୍ଜୀବନିକୁ ଯାଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

ନାନା ସମସ୍ୟା ଦେଇ ଗତି କରୁଛି ବଳରାମପୁର ଗାଁ, ଅଭିଯୋଗ କରି ଗ୍ରାମବାସୀ…

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ପଞ୍ଚାୟତ ବଳରାମପୁର ଗ୍ରାମ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ରାସ୍ତାଘାଟଠାରୁ ଆରମ୍ଭ କରି ବହୁ କ୍ଷେତ୍ରରେ ଅବହେଳିତ ହୋଇରହିଛି।…

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri