Posted inଜାତୀୟ

ଜିଲାପାଳଙ୍କ ଅଫିସରୁ ନୂଆ ଭୋଟରଙ୍କ ପାଖକୁ ଯାଉଛି ପୋଷ୍ଟକାର୍ଡ

ଅହମ୍ମଦାବାଦ,୧୬।୪: ଲୋକ ସଭା ନିର୍ବାଚନରେ ଅଧିକରୁ ଅଧିକ ଭୋଟ ଦେବାକୁ ଭୋଟରଙ୍କୁ ଉତ୍ସାହିତ କରିବା ଲାଗି ଗୁଜରାଟ ଅହମ୍ମଦାବାଦର ଜିଲାପାଳ ଏକ ଅଭିନବ ଉପାୟ ଚିନ୍ତା କରିଛନ୍ତି। ଭାରତୀୟ ଡାକ ବିଭାଗ ସହଯୋଗରେ ଜିଲାପାଳଙ୍କ ଅଫିସରୁ ପ୍ରାୟ ୧ଲକ୍ଷ ନୂଆ ଭୋଟରଙ୍କ ନିକଟକୁ ପୋଷ୍ଟକାର୍ଡ ପଠାଯାଉଛି। ଉଦ୍ଦେଶ୍ୟ ହେଉଛି ଅଧିକରୁ ଅଧିକ ଭୋଟର ନିଜର ମତ ସାବ୍ୟସ୍ତ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ…

ଚିନିକୁ ନେଇ ଦେଶରେ ହଇଚଇ: ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍‌ ସଂଘ, ଆଗକୁ…

ନୂଆଦିଲ୍ଲୀ,୨୪।୮: ଦେଶରେ ଚିନିର କୌଣସି ଅଭାବ ନାହିଁ ଏବଂ ଆଗାମୀ ଦିନରେ ଖୁଚୁରା ବଜାରରେ ଚିନି ଦର କମିବାର ଆଶା ରହିଛି ବୋଲି ଭାରତୀୟ ଚିନି ମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri