ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସିଆଇଟିୟୁର ବିକ୍ଷୋଭ

ବାଲେଶ୍ୱର ଅଫିସ,୩୦ା୫: ସିଆଇଟିୟୁର ପ୍ରତିଷ୍ଠା ଦିବସରେ ସିଆଇଟିୟୁର ଶ୍ରମିକ ସଂଗଠନ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ଦାବିପତ୍ର ପ୍ରଦାନ କରିଛନ୍ତି। ସର୍ବନିମ୍ନ ମଜୁରୀ ଲାଗୁ, ସାମାଜିକ ସୁରକ୍ଷା, ପାଚିକା/ସହାୟିକାମାନଙ୍କର ପୂର୍ବ ବକେୟା ଦରମା, ଅଙ୍ଗନବାଡ଼ି କେନ୍ଦ୍ରକୁ ନିୟମିତ ଚାଉଳ ପ୍ରଦାନ, ଆଶାକର୍ମୀମାନଙ୍କ ସାମାଜିକ ସୁରକ୍ଷା, ରେଳଷ୍ଟେଶନରୁ ଉଚ୍ଛେଦ କ୍ଷୁଦ୍ର ବ୍ୟବସାୟୀଙ୍କୁ ଥଇଥାନ ଆଦି ଦାବି ନେଇ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ବିକ୍ଷୋଭ ପୂର୍ବରୁ ରେଳଷ୍ଟେଶନରୁ ଏକ ଶୋଭାଯାତ୍ରା ସହର ପରିକ୍ରମା କରି ଜିଲାପାଳଙ୍କୁ ଦାବିପତ୍ର ଦିଆଯାଇଥିଲା। ବିକ୍ଷୋଭ ସମାବେଶରେ ସଭାପତି ରାଧାରମଣ ଷଡ଼ଙ୍ଗୀ, ନିକୁଞ୍ଜ ବସନ୍ତରାୟ, ମୃତ୍ୟୁଞ୍ଜୟ ରାଉତ, କନକ ଦାସ, ଇଶାନୀ ଷଡ଼ଙ୍ଗୀ, ଅସିତ ଚରଣ ଦାସ, ସୁଶାନ୍ତ ସାହୁ, ଏମ୍‌କେଡି ମଜୁମ୍‌ଦାର, ସନ୍ଧ୍ୟା ମଜୁମଦାର, ଶ୍ୟାମସୁନ୍ଦର ଜେନା ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ବୃହତ୍‌ ଷ୍ଟିଲ୍‌ ପ୍ଲାଣ୍ଟ ଭୁଲିଯାଇ ଜାହାଜ ନିର୍ମାଣ ଚିନ୍ତା

ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ଘରେ ଷଣ୍ଢ, ପଦାରେ ଛେଳି

ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା।…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…

ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri