ଜିଲାପାଳଙ୍କ ବ୍ଲକସ୍ତରୀୟ ଜନଶୁଣାଣି

ବୋଲଗଡ଼,୯ା୭(ଡି.ଏନ.ଏ.)-ବୋଲଗଡ଼ ବ୍ଲକ କାର୍ଯ୍ୟାଳୟସ୍ଥିତ ରାଜୀବ ଗାନ୍ଧୀ ସେବା କେନ୍ଦ୍ରଗୃହର ସମ୍ମିଳନୀ କକ୍ଷରେ ଖୋର୍ଦ୍ଧା ଜିଲାପାଳଙ୍କ ବ୍ଲକସ୍ତରୀୟ ଜନଶୁଣାଣି ସୋମବାର ଅନୁଷ୍ଠିତ ହୋଇଯାଇଛି। ଖୋର୍ଦ୍ଧା ଜିଲାପାଳ ସୀତାଂଶୁୁ କୁମାର ରାଉତଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଖୋର୍ଦ୍ଧା ଏସ୍‌ପି ଅମୂଲ୍ୟ କୁମାର ଦାଶ, ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ସରୋଜ କୁମାର ମିଶ୍ର, ବୋଲଗଡ଼ ବିଡିଓ ମଧୁସୂଦନ ବେହେରା, ତହସିଲଦାର ମୋନାଲିସା ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମରେ ୧୭୬ଟି ବ୍ୟକ୍ତିଗତ , ୧୪ଟି ସାମୁହିକ ଭାବେ ସମୁଦାୟ ୧୯୦ଟି ଅଭିଯୋଗ ଶୁଣାଣି ହୋଇଛି । ୧୫ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୭୬ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି। ସେହିପରି ୪ଜଣଙ୍କୁ ରେଡ୍‌କ୍ରସ ପକ୍ଷରୁ ୧୫ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି । ସରକାରୀ ଯୋଜନା ଅନ୍ତର୍ଭୁକ୍ତ ସୁବିଧା ଗୁଡ଼ିକ ହିତାଧିକାରୀମାନେ କିପରି ପାଇବେ ସେ ନେଇ ଆଲେଚନା ଓ ଶୁଣାଣି ହୋଇଥିଲା। ତେବେ ଶୁଣାଣି ଶିବିର ଉପର ମହଲାରେ ହୋଇଥିବାରୁ ଭିନ୍ନକ୍ଷମମାନେ ସଭାରେ ଯୋଗଦେବାକୁ ସମସ୍ୟା ସୃଷ୍ଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ସହ ଫୋନରେ କଥା ହେଲେ ମୋଦି, ଏହି ସବୁ ବିଷୟକୁ ନେଇ ଆଲୋଚନା…

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଫୋନ୍‌ରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ଦୁଇ ନେତା ବାଣିଜ୍ୟ, ପ୍ରତିରକ୍ଷା, ଶକ୍ତି,…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ

ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?