ଶଟ୍‌ଡାଉନ୍‌ କରିଥିବା ସରପଞ୍ଚଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଛତ୍ରପୁର,୧୧ା୫(ଡି.ଏନ୍‌.ଏ.): କରୋନା ମୁକାବିଲା ପାଇଁ ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ମାଣିତରା ପଞ୍ଚାୟତର ସରପଞ୍ଚ ଶାନ୍ତିଲତା ନାୟକଙ୍କ ସମୟୋଚିତ  ପଦକ୍ଷେପକୁ ଟୁଇଟ୍‌ କରି ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ମାଣିତରା ସଙ୍ଗରୋଧ କେନ୍ଦ୍ରରେ ପ୍ରବାସୀ ଓଡ଼ିଆ ରହୁଛନ୍ତି। ଏହି କେନ୍ଦ୍ର ଜନବସତି ଅଞ୍ଚଳରେ ହୋଇଥିବାରୁ କ୍ୱାରାଣ୍ଟାଇନ୍‌ରେ ଥିବା ଲୋକେ ପାନ ଗୁଟ୍‌ଖା ଆଦି ପାଇଁ ବେଳେବେଳେ ବାହାରକୁ ଆସୁଥିଲେ। ଏଥିସହ ମାସ୍କ ବ୍ୟବହାର ଓ ସାମାଜିକ ଦୂରତ୍ୱ ବଜାୟ ରଖିବାକୁ ପ୍ରଶାସନ ପକ୍ଷରୁ ସଚେତନ କରାଯାଉଥିଲେ ମଧ୍ୟ ବହୁଲୋକ ମାନୁ ନ ଥିଲେ। ଏଭଳି ସ୍ଥିତିରେ ପଞ୍ଚାୟତରେ କରୋନା ସଂକ୍ରମଣ ଆଶଙ୍କା ଲକ୍ଷ୍ୟ କରି ସରପଞ୍ଚ ଜିଲାପାଳ କ୍ଷମତା ପ୍ରୟୋଗ କରି ଗତ ୯ ତାରିଖରେ ୮ଦିନ ଲାଗି ପୂର୍ବାହ୍ନ ୧୧ଟାରୁ ପରଦିନ ସକାଳ ୭ଟା ପର୍ଯ୍ୟନ୍ତ ଶଟ୍‌ଡାଉନ୍‌ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟଙ୍କ ନାଁ ଘୋଷଣା କଲା ଭାଜପା: ମୁଖ୍ୟମନ୍ତ୍ରୀଙ୍କ ସହ ଲିଷ୍ଟରେ ଅଛନ୍ତି…

ଭୁବନେଶ୍ୱର,୧୦।୪: ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟଙ୍କ ନାମ ତାଲିକା ଘୋଷଣା। ୭୨ ଜଣ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ,…

ରାତ୍ରିଭୋଜନ ଓ ସଂଘର୍ଷ

ମ୍ପ୍ରତିକ ପରିସ୍ଥିତିରେ ଅନେକ ସମୟରେ ଦେଖାଯାଏ ରାତ୍ରିଭୋଜନ ଟେବୁଲଗୁଡ଼ିକ ପ୍ରାୟତଃ ଅଭିଭାବକଙ୍କ ଅପ୍ରତ୍ୟାଶିତ ଶ୍ରେଣୀଗୃହ ହୋଇଯାଏ। ପ୍ରାୟତଃ ପରିବାରରେ ଥିବା ପିଲାଟିର ଦିନସାରାର କାର୍ଯ୍ୟ ମୂଲ୍ୟାୟନ ମାତାପିତାମାନେ…

ଆଗ ଗଛ

ବର୍ତ୍ତମାନ ସମୟର ଇଏ ସବୁଠାରୁ ବଡ଼ ଆହ୍ବାନ। ଆମେ ସବୁ କାମକୁ ପଛରେ ପକାଇ ଆଗ ଗଛ ଲଗାଇବା ଉପରେ ପ୍ରାଧାନ୍ୟ ଦେବା। ଗଛ ଲଗାଇବା, ତା’ର…

ସଙ୍କଟରୁ ପରିବର୍ତ୍ତନର ଆଶା

ଆମେ ଏବେ ଏକ ନିରର୍ଥକ ଯନ୍ତ୍ରଣା ଏବଂ ଆସନ୍ନ ବିନାଶର ପୃଥିବୀରେ ବାସ କରୁଛୁ। ଏଠାରେ ନୈତିକ ବିକାଶ ଧାରଣା ମୂଲ୍ୟହୀନ ହୋଇଯାଇଥିବା ମନେହେଉଛି। ସମସାମୟିକ ସମାଜ…

ତୈଳ ଦର ପୁଣି ବଢ଼ିଲା, ବଜାରରେ ଅନିଶ୍ଚିତତା

ନ୍ୟୁୟର୍କ/ମୁମ୍ବାଇ,୧୦।୪(ଏ.ପି./ପି.ଟି.): ଲେବାନନ୍‌ରେ ଇସ୍ରାଏଲ୍‌ର ଧ୍ୱଂସଲୀଳା ଦେଖି ଇରାନ୍‌ ପ୍ରତିକ୍ରିୟାଶୀଳ ହୋଇଉଠିଛି । ଫେବୃଆରୀ ୨୮ରେ ଆମେରିକା-ଇସ୍ରାଏଲ୍‌ର ଜଏଣ୍ଟ ଷ୍ଟ୍ରାଇକ୍‌ ପରେ ଯେଉଁ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ଅଶୋଧିତ…

ଅନ୍ତ୍ୟୋଦୟ ଆଧାରିତ ସାମାଜିକ ସୁରକ୍ଷା

ନ୍ତ୍ୟୋଦୟର ମୂଳ ଅର୍ଥ ହେଉଛି ସମାଜର ସବୁଠାରୁ ଶେଷଧାଡ଼ିରେ ଥିବା ନାଗରିକଙ୍କ ସାମଗ୍ରିକ ବିକାଶ। ଯେତେବେଳେ ସେହି ଶେଷ ମଣିଷଟି ମଧ୍ୟ ସମାନ ସୁଯୋଗ, ସମ୍ମାନ ଓ…

ଇସଲାମାବାଦ ବୈଠକ ପୂର୍ବରୁ ତେହରାନକୁ ବଡ଼ ଅଲ୍ଟିମେଟମ୍‌ ଦେଲେ ଟ୍ରମ୍ପ, ଭୟରେ ଥରହର ଇରାନ

ତେହରାନ୍‌,୧୦।୪: ହର୍ମୁଜ ପ୍ରଣାଳୀ ଉପରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ଏବଂ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ସ୍ପଷ୍ଟ କରିଛନ୍ତି ଯେ ତେଲ…

ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ

ଭୁବନେଶ୍ୱର,୧୦।୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri