ଜିଲାରେ ବେଆଇନ ଗୋଚାଲାଣ ବନ୍ଦ ଦାବି: ଏସ୍‌ପିଙ୍କୁ ସାକ୍ଷାତ କଲେ ଏମ୍‌ପି, ବିଧାୟକ

ବାରିପଦା ଅଫିସ,୧୪ା୧୦- ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ରାଜ୍ୟର ସୀମାବର୍ତ୍ତୀ ଜିଲା ହେଉଛି ମୟୂରଭଞ୍ଜ। ଏଠାରେ ପ୍ରତିଦିନ ବେଆଇନ ଭାବେ ଗୋଚାଲାଣ କରାଯାଉଛି। ଏହି ଘଟଣାରେ ଜିଲା ପୋଲିସ କୌଣସି ଆଖି ଦୃଶିଆ ପଦକ୍ଷେପ ନେଉ ନ ଥିବାରୁ କ୍ଷୋଭ ପ୍ରକାଶ କରି ମୟୂରଭଞ୍ଜ ଏମ୍‌ପି ଇଂ. ବିଶେଶ୍ୱର ଟୁଡୁଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଏସ୍‌ପି ପରମାର ସ୍ମିଥ ପୁରୁଷୋତ୍ତମଦାସଙ୍କୁ ସାକ୍ଷାତ କରି ଆଲୋଚନା କରିଛନ୍ତି। ବେଆଇନ ଗୋଚାଲାଣ ଉପରେ ରୋକ୍‌ ଲଗାଇବା ସହ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି। ଏହି ପ୍ରତିନିଧି ଦଳରେ ଉଦଳା ବିଧାୟକ ଭାସ୍କର ମଢ଼େଇ, ବାରିପଦା ବିଧାୟକ ପ୍ରକାଶ ଚନ୍ଦ୍ର ସୋରେନ, ବଡ଼ସାହି ବିଧାୟକ ସନାତନ ବିଜୁଳି, ସାରସକଣା ବିଧାୟକ ଡା.ବୁଢ଼ାନ ମୁର୍ମୁ, ରାଇରଙ୍ଗପୁର ବିଧାୟକ ନବଚରଣ ମାଝୀ, ଯଶୀପୁର ବିଧାୟକ ଗଣେଶରାମ ଖୁଣ୍ଟିଆ, ଭାଜପା ଜିଲା ମୁଖପାତ୍ର କବି ବିଷ୍ଣୁ ଶତପଥୀ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

୫୨ ବର୍ଷର ମନାନ୍ତର ଭୁଲି ଏକାଠି ହେଲେ ଗୋପପାଲି ଗ୍ରାମବାସୀ: ଯୁବପିଢ଼ିଙ୍କ ଉଦ୍ୟମରେ ଫେରିଲା ଏକତା, ଗଠନ ହେଲା ଗ୍ରାମ୍ୟ କମିଟି

ଅମରପାଲି,୪।୯(ପୀତାମ୍ୱର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଗୋପପାଲି ଗ୍ରାମରେ ଦୀର୍ଘ ୫୨ ବର୍ଷ ପରେ ଏକତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri