ଜିଲାସ୍ତରୀୟ ଆଥଲେଟିକ୍‌ ମିଟ୍‌ ଉଦ୍‌ଯାପିତ

ଛତ୍ରପୁର,୨୬ା୧୨(ଡି.ଏନ.ଏ)- ଗଞ୍ଜାମ ଓ ଛତ୍ରପୁର ଆଥଲେଟିକ୍‌ ଆସୋସିଏଶନ ପକ୍ଷରୁ ଛତ୍ରପୁର ଷ୍ଟାଡିୟମରେ ୨ ଦିନ ଧରି ଚାଲିଥିବା ଜିଲା ଆଥଲେଟିକ୍‌ ମିଟ୍‌ ବୁଧବାର ଉଦଯାପିତ ହୋଇଯାଇଛି ା ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ପୂର୍ବତନ ବିଧାୟକ ଅଶୋକ ଚୌଧୁରୀ, ଛତ୍ରପୁର ବ୍ଲକ ଅଧ୍ୟକ୍ଷ ଏମ୍‌. ଧନଞ୍ଜୟ ରେଡ୍ଡୀ, ଜିଲା ଆଥଲେଟିକ୍‌ ଆସୋସିଏଶନର ସଭାପତି ଏନ. ସି. ପାଢୀ, ଛତ୍ରପୁର ଆଥଲେଟିକ୍‌ ଆସୋସିଏଶନ ସଭାପତି ପ୍ରଫୁଲ୍ଲ କୁମାର ପଟ୍ଟନାୟକ, ଜିଲାପରିଷଦ ଅଧ୍ୟକ୍ଷା ସୋନମ ପଲେଇ, ଜିଲା କ୍ରୀଡା ଅଧିକାରୀ ପ୍ରଶାନ୍ତ ସାହୁ , ସୁଧୀର ପଟ୍ଟନାୟକ ପ୍ରମୁଖ ପୁରସ୍କାର ବିତରଣୀ ଉତ୍ସବରେ ଅତିଥି ଭାବେ ଯୋଗଦେଇଥିଲେ ା ୫୦୦୦ ମିଟର ଦୌଡ ପୁରୁଷ ବର୍ଗରେ ବି. ବିଶ୍ୱନାଥ, ୩୦୦୦ ମିଟର ୱାକିଂ (ଅଣ୍ଡର-୧୮) ରେ ସତ୍ୟଜିତ୍‌ ପ୍ରଧାନ, ୩୦୦୦ ମିଟର ଦୌଡରେ ସାଇକିରଣ ସାହୁ, ଲଙ୍ଗ ଜମ୍ପରେ ରାହୁଲ ଦାସ, ଡିସକସ୍‌ରେ ଅଂଶୁମାନ ମହାପାତ୍ର, ଟ୍ରିପଲ୍‌ ଜମ୍ପରେ ଅନିଲ କୁମାର ପାତ୍ର, ଲଙ୍ଗ ଜମ୍ପ ମହିଳା ବର୍ଗରେ ଶୈଳେନ୍ଦ୍ରୀ ବେହେରା, ଡିସକସ୍‌ ଥ୍ରୋରେ ଅଙ୍କିତା ପଟ୍ଟନାୟକ, ୬୦୦ ମିଟର ଦୌଡରେ ଆଦିତ୍ୟ ସାମନ୍ତରାୟ, ୬୦୦ ମିଟର ଦୌଡ ବାଳିକା ବର୍ଗରେ ଅକ୍ଷରା ପ୍ରଧାନ ପ୍ରଥମ ହୋଇ
ପୁରସ୍କୃତ ହୋଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ନଦୀ ସ୍ରୋତରେ ଭାସିଯାଇ ଥିଲେ ବୃଦ୍ଧ, ୧୦ ଘଣ୍ଟା ପରେ ଜୀବିତ ହେଲେ ଉଦ୍ଧାର

ହିଞ୍ଜିଳିକାଟୁ,୨୭।୯(ଦ୍ବିତୀକୃଷ୍ଣ ପଣ୍ଡା): ରଖେ ହରି ତ, ମାରେ କି’ଏ। ଏଭଳି ଏକ ଘଟଣାଟି ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଖଣ୍ଡରା ଗ୍ରାମ ନିକଟ ଘୋଡ଼ାହାଡ଼ ନଦୀରେ ଘଟିଛି।…

ରବିବାର ଖୋଲିଲା ବ୍ୟାଙ୍କ, କଳା ପୋଷାକ ପିନ୍ଧି କାର୍ଯ୍ୟରେ ଯୋଗଦେଲେ କର୍ମଚାରୀ

ଛତ୍ରପୁର,୨୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଧର୍ମଘଟ ଯୋଗୁ ଲଗାତର ଛୁଟିରେ ବ୍ୟାଙ୍କିଂ ସେବା ପ୍ରଭାବିତ ହେବାର ଆଶଙ୍କା ଥିବାରୁ ଗ୍ରାହକଙ୍କ ସୁବିଧା ପାଇଁ ଆଜି ରବିବାର ଛୁଟିଦିନ ହୋଇଥିଲେ…

ପୂର୍ତ୍ତ ବିଭାଗ ସଚିବଙ୍କ ସମୀକ୍ଷା: କଳିଙ୍ଗା ଘାଟି ରାସ୍ତା ଖୋଲିବାରେ ହେବ ବିଳମ୍ବ

ଭଞ୍ଜନଗର,୨୭ା୯(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରାସ୍ତା ସ୍ବାଭାବିକ ହେବାକୁ ଆହୁରି ମାସ ମାସ ଧରି ସମୟ ଲାଗିପାରେ। ଫଳରେ ଗଞ୍ଜାମ ସହ…

ଖବର ବାଜିଲା, ପ୍ରଶାସନ ହଲିଲା : ଜିଲାପାଳ, ବିଧାୟକଙ୍କ ହସ୍ତକ୍ଷେପ ପରେ ଜଳ ନିଷ୍କାସନ କାର୍ଯ୍ୟ ଆରମ୍ଭ

ଛତ୍ରପୁର, ୨୭/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଗାଣ ବର୍ଷାରେ ଜଳବନ୍ଦୀ ହୋଇପଡ଼ିଥିବା ଛତ୍ରପୁର ପୌରପରିଷଦ ଅଞ୍ଚଳରେ ଏବେ ପ୍ରଶାସନିକ ତତ୍ପରତା ଦେଖିବାକୁ ମିଳିଛି। ଗଭୀର ଅବପାତ ପ୍ରଭାବରେ…

ସମୁଦ୍ର ଗର୍ଭରେ ଲୀନ ହେବ ଆଉ ୨ ମନ୍ଦିର

ଛତ୍ରପୁର,୨୭ା୯ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଦିନକୁ ଦିନ କ୍ଷୟ ହେବାରେ ଲାଗିଛି। ଗଭୀର ଅବପାତ ପ୍ରଭାବରେ ଉଚ୍ଚ ଜୁଆର କୂଳ…

ଗଞ୍ଜାମ ଜଳବନ୍ଦୀ ଅଞ୍ଚଳରେ ବିଧାୟକ: ଲୋକଙ୍କ ଦୁଃଖ ଶୁଣିଲେ, ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ

ଗଞ୍ଜାମ,୨୬।୯(ଅନାଥ ତରାଇ): ଲଗାଣ ବର୍ଷା ଯୋଗୁ ଗଞ୍ଜାମ ଏନ୍‌ଏସି ଅଞ୍ଚଳର ବିଭିନ୍ନ ୱାର୍ଡରେ ସୃଷ୍ଟି ହୋଇଥିବା ଜଳବନ୍ଦୀ ଓ ରାସ୍ତାଘାଟ ସମସ୍ୟାର ସ୍ଥିତି ଶନିବାର ସକାଳେ ସ୍ଥାନୀୟ…

ବନ୍ୟାଜଳରେ ବୁଡ଼ିଲା କୁକୁଡ଼ା ଫାର୍ମ, ୩ ହଜାରରୁ ଅଧିକ କୁକୁଡ଼ା ମୃତ

ଗଞ୍ଜାମ, ୨୬/୯ (ଅନାଥ ତରାଇ/ଦିଲୀପ ସାମଲ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଅଞ୍ଚଳରେ ଏକ କୁକୁଡ଼ା ଫାର୍ମରେ ପାଣି…

ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?