ଜିଲାସ୍ତରୀୟ ବିଜ୍ଞାନଭିତ୍ତିକ ଗବେଷଣା, ଅନ୍ବେଷଣ ପ୍ରତିଯୋଗିତା: ଏଫଏମ୍‌ କଲେଜର ପ୍ରିୟା, ଅନନ୍ୟା ପ୍ରଥମ

ବାଲେଶ୍ୱର ଅଫିସ, ୬।୩-ବାଲେଶ୍ୱର ସହରସ୍ଥିତ କୁନ୍ତଳା କୁମାରୀ ସାବତ ମହିଳା ମହାବିଦ୍ୟାଳୟରେ ବିଜ୍ଞାନ ଭିତ୍ତିକ ଗବେଷଣା ଓ ଅନ୍ବେଷଣ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ବିଜ୍ଞାନ ପ୍ରଦର୍ଶନୀ ପ୍ରତିଯୋଗିତାରେ ଫକୀରମୋହନ କନିଷ୍ଠ ମହାବିଦ୍ୟାଳୟର ଅଧ୍ୟାପିକା ମନସ୍ବିନୀ ବେହେରାଙ୍କ ତତ୍ତ୍ୱାବଧାନରେ ଯୁକ୍ତ ୨ ପ୍ରଥମବର୍ଷ ବିଜ୍ଞାନ ଛାତ୍ରୀ ପ୍ରିୟା ବିଶ୍ୱାଳ ଓ ଅନନ୍ୟା ପାଢ଼ୀ ଯୁଗ୍ମ ଭାବେ ଜିଲାସ୍ତରରେ ପ୍ରଥମସ୍ଥାନ ହାସଲ କରି ମାନପତ୍ର ଓ ଟ୍ରଫି ହାସଲ କରିଛନ୍ତି। ସେହିଭଳି ଜିଲାସ୍ତରୀୟ ସାଧାରଣ ଜ୍ଞାନ ପ୍ରତିଯୋଗିତାରେ ଯୁକ୍ତ ୨ ପ୍ରଥମବର୍ଷ ବିଜ୍ଞାନ ଛାତ୍ର ଶୁଭମ୍‌ ଏସ୍‌ ଦାସ ଦ୍ୱିତୀୟ ସ୍ଥାନ ହାସଲ କରିଛନ୍ତି। ମହାବିଦ୍ୟାଳୟ ଅଧ୍ୟକ୍ଷ ପର୍ଶୁରାମ ଜେନା, ଅଧ୍ୟାପକ ଡ. ଭାଗବତ ଭୂୟାଁ, ଡ. ସନ୍ତୋଷ କୁମାର ରାଉତ, ପ୍ରଦୀପ କୁମାର ରଣା, ଅଧ୍ୟାପିକା ସଲମା ସୋରେନ୍‌, ସୁଲୋଚନା ସିଂ, ଡ. ମିନତୀ ମହାନ୍ତି, ଆରାଧ୍ୟନା ନାୟକ, ସୋନାଲିସା ମହାନ୍ତି, ସୁଶ୍ରୀ ସରିତା ପରିଡ଼ା. ଅଞ୍ଜନା ବେହେରା, ଡ. ତପସ୍ବିନୀ ନାୟକ, ବୈଶାଳିନୀ ପଣ୍ଡା, ସିମାଶ୍ରୀ ଶୁଭଦର୍ଶନୀ, ପାପିୟା ପଲ, ରଶ୍ମିରେଖା ସିଅଳଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀ ଆହୁରି ଆଗକୁ ଯାଇ ମହାବିଦ୍ୟାଳୟର ଗର୍ବ ଓ ଗୌରବକୁ ବୃଦ୍ଧି କରିବାକୁ ଛାତ୍ରୀଛାତ୍ରଙ୍କୁ ପ୍ରେରଣା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

ଲଗାଣ ବର୍ଷା ନେଲା ଜୀବନ: ରେମୁଣାରେ ମାଟି କାନ୍ଥ ଭୁଷୁଡ଼ି ବାପା ମୃତ, ପୁଅ ଗୁରୁତର

ବାଲେଶ୍ୱର,୨୩ା୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରେମୁଣାରେ ବଡ଼ ଅଘଟଣ ଘଟିଯାଇଛି । ଖରିଦମୁଖୁରା ଗ୍ରାମରେ ମାଟି କାନ୍ଥ ଭୁଶୁଡ଼ି ପଡ଼ି ବାପାଙ୍କ ମୃତ୍ୟୁ…

ଭାଙ୍ଗିଲା ପାଚେରି, ବିଦ୍ୟାଳୟ ଭିତରେ ପଶିଲା ଗାଁର ମଇଳା ପାଣି

ପାତ୍ରପୁର,୨୩ା୯(ଉମାଚରଣ ନେପାକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲା ପାତ୍ରପୁର ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ତୁହାକୁ ତୁହା ବର୍ଷା ସହ ପନ…

ଅବପାତ ମୁକାବିଲା ପାଇଁ ଜିଲା ପ୍ରଶାସନର ବ୍ୟାପକ ପଦକ୍ଷେପ, ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କ ସୁରକ୍ଷା ଓ ଜରୁରୀ ସେବା ସୁନିଶ୍ଚିତ କରିବା…

ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ: ପର୍ଦ୍ଦାଫାଶ କଲା ପୋଲିସ

ବଲାଙ୍ଗୀର, ୨୩।୯ (ବୀରେନ୍ଦ୍ର କୁମାର ଝାଙ୍କର): ଅଭିନବ ଉପାୟରେ ରାଜ୍ୟ ବାହାରକୁ ଚାଲାଣ ହେଉଥିଲା ଗଞ୍ଜେଇ। ଆଚାର କଣ୍ଟେନରରେ ଗଞ୍ଜେଇ ଭର୍ତ୍ତି କରାଯାଇ ଟ୍ରେନ ଯୋଗେ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?