Posted inଭଦ୍ରକ

ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ

ଭଦ୍ରକ ଅଫିସ, ୧୫।୮: ଭଦ୍ରକ କଲେଜ ପଡିଆରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି l ଏହି ଉତ୍ସବରେ ଭଦ୍ରକ ଜିଲାପାଳ ଜ୍ଞାନ ରଞ୍ଜନ ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ମିଳିତ ପରେଡ଼ରେ ଅଭିବାଦନ ଗ୍ରହଣ କରିଥିଲେ l ଜିଲାର ବିଭିନ୍ନ ସ୍କୁଲ ଓ କଲେଜର ପ୍ରାୟ ୪୫ରୁ ଅଧିକ ପରେଡ଼ ଟ୍ରୁପ ମିଳିତ ପରେଡ଼ରେ ଅଂଶଗ୍ରହଣ କରିଥିଲେl ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପୁନରୁଦ୍ଧାର ଅପେକ୍ଷାରେ କୁଣ୍ଡିନଈ

ତିହିଡ଼ି,୨୧।୪(ସଞ୍ଜିତ ବଳ)ଦିନ ଥିଲା କୁଣ୍ଡିନଈ ପାଇଁ ୯ ପଞ୍ଚାୟତ ଶସ୍ୟଶ୍ୟାମଳା ହେଉଥିଲା। ପାର୍ଶ୍ୱବର୍ତ୍ତୀ ଗଁାର ଲୋକଙ୍କ ଜୀବନ ଜୀବିକା ସହ ଯୋଡ଼ି ହୋଇଥିଲା ଏହି ନଦୀ।...

ଭଣ୍ଡାରିପୋଖରୀରେ ନୂଆ-ପୁରୁଣା

ବନ୍ତ,୧୭।୪ (ହରିନାରାୟଣ ମହାନ୍ତି):ସାଧାରଣ ନିର୍ବାଚନରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରରେ ଏଥର ହେବ ନୂଆ-ପୁରୁଣା ଲଢ଼େଇ। ବିଜେଡି ପକ୍ଷରୁ ଭଦ୍ରକ ବିଧାୟକ ସଞ୍ଜୀବ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri