ଜିଲା ଖଣିଜ ପାଣ୍ଠି କାର୍ଯ୍ୟକାରିତା ସମୀକ୍ଷା: ଆୟବୃଦ୍ଧି ପ୍ରକଳ୍ପ ପ୍ରସ୍ତୁତ କରିବାକୁ ପରାମର୍ଶ

ଅନୁଗୋଳ ଅଫିସ, ୧୮।୯-ଅନୁଗୋଳ ଜିଲା ଖଣିଜ ପାଣ୍ଠିରେ ବିଭିନ୍ନ ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପ ଗୁଡ଼ିକର ଅଗ୍ରଗତି ସମ୍ପର୍କରେ ଜିଲାପାଳ ମନୋଜ କୁମାର ମହାନ୍ତି ମଙ୍ଗଳବାର ସମୀକ୍ଷା କରିଛନ୍ତି। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସଭାଗୃହ ଠାରେ ଅନୁଷ୍ଠିତ ଏହି ବୈଠକରେ ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିରାୟ ଓ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଯଦୁନାଥ ହଁାସଦା ପ୍ରମୁଖ ଉପସ୍ଥିତ ଥିଲେ। ଜିଲାରେ ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟ ଜଳ ସମେତ ଜୀବିକା ନିର୍ବାହ କ୍ଷେତ୍ରରେ ଅଧିକ ପ୍ରକଳ୍ପ ପ୍ରଦାନ କରିବାକୁ ଜିଲାପାଳ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ସେହିପରି ଲୋକମାନଙ୍କ ଆୟ କିପରି ବୃଦ୍ଧି ହେବ ସେଥିପାଇଁ ଚାରାରୋପଣ, ମୃତ୍ତିକା ସଂରକ୍ଷଣ ଓ ଉଦ୍ୟାନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମକୁ ନେଇ ପ୍ରକଳ୍ପ ପ୍ରସ୍ତୁତ କରିବାକୁ ଜିଲାପାଳ ପରାମର୍ଶ ଦେଇଥିଲେ।
ଜିଲାରେ ବଡ଼ ବଡ଼ ପ୍ରକଳ୍ପ, ରାସ୍ତା ଓ ପୋଲ ନିର୍ମାଣ କରି ଲୋକମାନଙ୍କ ଯାତାୟାତର ସୁ-ବନ୍ଦୋବସ୍ତ କରିବା ଉପରେ ଜିଲାପାଳ ଗୁରୁତ୍ୱ ପ୍ରଦାନ କରିଥିଲେ। ପାଲଲହଡ଼ା ଓ କଣିହଁାରେ ଅଧିକ ସଂଖ୍ୟକ ପୋଲ ନିର୍ମାଣ ସହ ଖଣି ଅଞ୍ଚଳରେ ଚାରାରୋପଣ ବୃଦ୍ଧି ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ଯେଉଁମାନେ ଜିଲା ଖଣିଜ ପାଣ୍ଠି କାର୍ଯ୍ୟକାରୀ କରୁଛନ୍ତି ସେମାନେ ପ୍ରକଳ୍ପ କାର୍ଯ୍ୟକାରିତା ସମ୍ପର୍କରେ ଏକ ସ୍ବତନ୍ତ୍ର ରେଜିଷ୍ଟର ପରିଚାଳନା କରିବାକୁ ଜିଲାପାଳ ପରାମର୍ଶ ଦେଇଥିଲେ। ଚଳିତ ମାସ ଶେଷ ଭାଗରେ ହେବାକୁ ଥିବା ଜିଲା ଖଣିଜ ପାଣ୍ଠିର ବୋଡ୍‌


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ଉଡ଼ାଇବା ପୂର୍ବରୁ ମଦ ପିଇଦେଇଥିଲେ ଏୟାରଇଣ୍ଡିଆ ପାଇଲଟ: ଆଉ ତା’ପରେ…

ଓଟାଓ୍ବା,୧।୧: କାନାଡାର ଭାନକୁଭର ବିମାନବନ୍ଦରରେ ଜଣେ ଏୟାର ଇଣ୍ଡିଆ ପାଇଲଟଙ୍କୁ ନିଶାସକ୍ତ ଅବସ୍ଥାରେ ଅଟକ ରଖାଯାଇଛି। ଡିସେମ୍ବର ୨୩, ୨୦୨୫ରେ ଭାନକୁଭର-ଦିଲ୍ଲୀ (ଭିଏନା ଦେଇ) ଉଡ଼ାଣ...

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…

ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି,...

ନୂଆବର୍ଷ ପାଳନବେଳେ ବଡ଼ଧରଣର ବିସ୍ଫୋରଣ: ଅନେକ ମୃତ

ବର୍ନ,୧।୧: ସ୍ବିଜରଲାଣ୍ଡ ପ୍ରସିଦ୍ଧ ସହର କ୍ରାନ୍ସ-ମୋଣ୍ଟାନାରେ ନୂତନ ବର୍ଷ ପାଳନ ସମୟରେ ଏକ ବାରରେ ବିସ୍ଫୋରଣ  ଘଟିଛି। ଅନେକ ଲୋକ ପ୍ରାଣ ହରାଇଛନ୍ତି ଏବଂ ଅନେକ...

ବର୍ଷର ଶେଷ ଦିନରେ ଜମିଲା ଆମିଷ ବଜାର, ୭ କୋଟିର ଖାଇଦେଲେ ରାଜଧାନୀବାସୀ

ଭୁବନେଶ୍ୱର,୧।୧(ଅନୁରାଧା ମହାରଣା)- ବର୍ଷର ଶେଷ ଦିନରେ ଭୁବନେଶ୍ୱରରେ ଆମିଷ ବ୍ୟବସାୟ ଜମିଥିଲା। ପ୍ରାୟ ୭ କୋଟି ୩୦ ଲକ୍ଷ ଟଙ୍କାର ଆମିଷ କିଣିଛନ୍ତି ଗ୍ରାହକ। ଖାସି...

ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...

ନ୍ୟୁୟର୍କ ସିଟି ପାଇଲା ପ୍ରଥମ ମୁସଲିମ ମେୟର, କୋରାନ ଉପରେ ହାତ ରଖି ନେଲେ ଶପଥ

ନୂଆଦିଲ୍ଲୀ,୧।୧: ନୂଆବର୍ଷରେ ନ୍ୟୁୟର୍କକୁ ମିଳିଲା ନୂଆ ମେୟର ।  ଗୁରୁବାର ସକାଳେ ନ୍ୟୁୟର୍କ ସହରରେ ଜୋହରାନ୍ ମାମଦାନି ୧୧୨ତମ ମେୟର ଭାବରେ ଶପଥ ଗ୍ରହଣ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri