ଜିଲା ପୋଲିସ ମୁଖ୍ୟାଳୟକୁ ବଡ଼ସାହି ଥାନା ଅଧିକାରୀଙ୍କ ବଦଳି

ବାରିପଦା ଅଫିସ,୧୨।୧୧: ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧିକାରୀ ବିଶ୍ୱଜ କୁମାର ରାଉତରାୟଙ୍କୁ ସୋମବାର ରାତିରେ ଜିଲା ପୋଲିସ ମୁଖ୍ୟାଳୟକୁ ବଦଳି କରାଯାଇଛି। ବଡ଼ସାହି ଥାନାର ସମସ୍ତ ଦାୟିତ୍ୱ ସବ୍‌ଇନ୍ସପେକ୍ଟର ମଞ୍ଜୁଲତା ଧଡାଙ୍କୁ ପ୍ରଦାନ କରାଯାଇଛି। ଏ ନେଇ ଏସ୍‌ପି ପରମାର ସ୍ମିଥ ପୁରୁଷୋତ୍ତମ ଦାସ ସୂଚନା ଦେଇଛନ୍ତି। ତେବେ ବିଭାଗୀୟ ନିର୍ଦ୍ଦେଶ ବଦଳରେ ଡିଆଇବିରୁ ଥାନାକୁ ଏହି ସୂଚନା ଦିଆଯାଇଥିଲା। ଆଡ୍‌ମିନିଷ୍ଟ୍ରେଟିଭ ଗ୍ରାଉଣ୍ଡରେ ତାଙ୍କୁ ବଦଳି କରାଯାଇଥିବା ଦର୍ଶାଯାଇଛି। ହଠାତ୍‌ ଥାନା ଅଧିକାରୀଙ୍କ ଏହି ବଦଳିକୁ ନେଇ ବଡ଼ସାହିରେ ନାନା ଆଲୋଚନା ହେଉଥିବା ବେଳେ ଜିଲା ପୋଲିସ ମହଲରେ ମଧ୍ୟ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ଯୁବକଙ୍କ ମୁଣ୍ଡ କାଟି ପୋଖରୀରେ ଫିଙ୍ଗିଦେଲେ

ବଲାଙ୍ଗୀର,୨୦।୮( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଦେଓଗାଁ ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଗଡା ଗ୍ରାମ ସ୍କୁଲ ନିକଟରେ ଏକ ପୋଖରୀରୁ…

କଂଗ୍ରେସ ଦଳ ବୈଠକରେ କର୍ମୀଙ୍କ ପ୍ରଶ୍ନରେ ବିଧାୟକ ଘାଇଲା, ନିର୍ବାଚନ ପୂର୍ବରୁ ଦେଇଥିବା ପ୍ରତିଶ୍ରୁତି ପାଳନ ନ କରି…

ଦାରିଙ୍ଗବାଡ଼ି,୨୦ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରଫୁଲ ପ୍ରଧାନ ବୁଧବାର ବ୍ରାହ୍ମଣୀଗାଁ ଗସ୍ତରେ ଯାଇଥିଲେ। ସେଠାରେ ବିଧାୟକଙ୍କୁ କିଛି କର୍ମୀ…

ମେଣ୍ଢା ଫାର୍ମଠାରେ ୩୦ ଟିକିଆ ହାତୀପଲ: ଲୋକେ ଆତଙ୍କିତ

ବଲାଙ୍ଗିର,୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ସଇଁତଳା ରେଞ୍ଜ ଅନ୍ତର୍ଗତ ଦେଓଗାଁ ବଙ୍ଗଳା ମେଣ୍ଢା ଫାର୍ମଠାରେ ଗତରାତିରୁ ୩୦ ଟିକିଆ ହାତୀପଲ ଆସି ଅଛନ୍ତି। ଦେଓଗାଁ ଅଞ୍ଚଳର…

ପଞ୍ଚାୟତିରାଜ ବ୍ୟବସ୍ଥାକୁ ଶକ୍ତିଶାଳୀ କରିବାରେ ରାଜୀବଙ୍କ ଅବଦାନ ଅତୁଳନୀୟ

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ଗୁରୁବାର ସ୍ଥାନୀୟ ଯୁବ କଂଗ୍ରେସ କାର୍ଯ୍ୟାଳୟ ପରିସରରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ…

ଏସ୍‌ଏଚ୍‌ଜି ମହିଳାଙ୍କୁ ମିଳିନି କୋଟିଏରୁ ଅଧିକ ଟଙ୍କା, ଜିଲାପାଳଙ୍କ ଅଫିସ ଘେରାଉ କରି…

ନୂଆପଡ଼ା,୨୦ା୮(ମକାରୁ ବେମାଲ): ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ସରକାରଙ୍କ ଧାନକିଣା ପ୍ରକ୍ରିୟାରେ ସାମିଲ ହେଲେ କିଛି ଟଙ୍କା ରୋଜଗାର ପାଇବେ। ସାବଲମ୍ବୀ ହେବା ପାଇଁ ଏସ୍‌ଏଚ୍‌ଜିଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri