ଜିଲା ମୁଖ୍ୟ ଚିକିତ୍ସାଳୟରେ ମାସ୍କ ବଣ୍ଟନ

କେନ୍ଦୁଝର, ୭ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀମାନଙ୍କ ସେବାରେ ନିୟୋଜିତ ନର୍ସମାନଙ୍କୁ ମାସ୍କ ବଣ୍ଟନ କରାଯାଇଛି। କେନ୍ଦୁଝର ସହରସ୍ଥ ମା’ ଜଗଦମ୍ବା ଟ୍ରଷ୍ଟ ତରଫରୁ ପ୍ରସ୍ତୁତ ପ୍ରାୟ ୨ଶହରୁ ଊର୍ଦ୍ଧ୍ୱ ମାସ୍କ ଚିକିତ୍ସାଳୟରେ କାର୍ଯ୍ୟରତ ନର୍ସ ଗୁରୁବାରୀ ଦେଇଙ୍କୁ ଟ୍ରଷ୍ଟର କର୍ମକର୍ତ୍ତାମାନେ ହସ୍ତାନ୍ତର କରିଥିଲେ। ବର୍ତ୍ତମାନ ଉପୁଜିଥିବା କରୋନା ପରିସ୍ଥିତିରେ ଟ୍ରଷ୍ଟ ତରଫରୁ ବିଭିନ୍ନ ସ୍ଥାନରେ ମାସ୍କ ବଣ୍ଟନ କାର୍ଯ୍ୟକୁ ଅନୁଷ୍ଠାନର କର୍ମକର୍ତ୍ତାମାନେ ସ୍ବେଚ୍ଛାକୃତ ଭାବେ ତ୍ୱରାନ୍ବିତ କରୁଥିବାରୁ ବିଭିନ୍ନ ମହଲରେ ସ୍ବାଗତ କରାଯାଇଛି। ଟ୍ରଷ୍ଟର ଅଧ୍ୟକ୍ଷ ଡାକ୍ତର ନରେନ୍ଦ୍ର କୁମାର ରାଠୋରଙ୍କ ନେତୃତ୍ୱରେ ସୋମନାଥ ଚାୱଡ଼ା,ପରେଶ ଟାଙ୍କ, ହିତେଶ ରାଠୋର, ସଞ୍ଜୟ ଭସାଣୀ, ହରିଶ୍‌ ଯାଦବ, ଜଗଦିଶ ରାଠୋର, ରମଣିକ୍‌ଲାଲ ରାଠୋର ପ୍ରମୁଖ ଏହି ସାମାଜିକ ଦାୟିତ୍ୱବୋଧ କାର୍ଯ୍ୟକ୍ରମରେ ସାମିଲ ହୋଇଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri