ଜିଲା ରେଡ୍‌କ୍ରସ୍‌ ପାଣ୍ଠିକୁ ୪୪ କୋଟି ୫୦ଲକ୍ଷ

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ଭାଇରସ୍‌କୁ ନିୟନ୍ତ୍ରଣ କରିବା ପାଇଁ ଅନ୍ୟତମ ପଦକ୍ଷେପ ସ୍ବରୂପ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ୩୦ ଜିଲାର ରେଡ୍‌କ୍ରସ ପାଣ୍ଠିକୁ ୪୪କୋଟି ୫୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ଗଞ୍ଜାମ ଓ ମାଲକାନଗିରି ଜିଲାକୁ ୩ କୋଟି ଟଙ୍କା ଲେଖାଏ, ବାଲେଶ୍ୱର, ବରଗଡ଼, ବଲାଙ୍ଗୀର, କଟକ, କଳାହାଣ୍ଡି, କେନ୍ଦ୍ରାପଡ଼ା, କେନ୍ଦୁଝର, ଖୋର୍ଦ୍ଧା, ନୟାଗଡ଼, ପୁରୀ ଓ ସମ୍ବଲପୁର ଜିଲାକୁ ୨କୋଟି ଟଙ୍କା ଲେଖାଏ, ଅନୁଗୋଳ, ଭଦ୍ରକ, ବୌଦ୍ଧ, ଢେଙ୍କାନାଳ, ଗଜପତି, ଜଗତ୍‌ସିଂହପୁର, ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କୋରାପୁଟ, ମୟୂରଭଞ୍ଜ, ନୂଆପଡ଼ା, ନବରଙ୍ଗପୁର, ରାୟଗଡ଼ା, ସୁବର୍ଣ୍ଣପୁର ଓ ସୁନ୍ଦରଗଡ଼ ଜିଲାକୁ ୧ କୋଟି ଟଙ୍କା ଲେଖାଏ ଓ ଦେବଗଡ଼ ଜିଲାକୁ ୫୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ଏ ନେଇ ବୁଧବାର କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri