ଜିଲା ଶିଳ୍ପକେନ୍ଦ୍ର ପକ୍ଷରୁ କର୍ମଶାଳା

ଯାଜପୁର ରୋଡ,୨|୮(ନି.ପ୍ର.)- ଯାଜପୁର ଜିଲା ଶିଳ୍ପକେନ୍ଦ୍ର ଏବଂ ଆଲ୍ଲାହାବାଦ ବ୍ୟାଙ୍କର ମିଳିତ ସହଯୋଗରେ ଗୁରୁବାର ଯାଜପୁର ରୋଡସ୍ଥିତ ଉଚ୍ଛବପ୍ୟାଲେସ୍‌ଠାରେ କ୍ଷୁୁଦ୍ର ଉଦ୍ୟୋଗ ଶିଳ୍ପସଂସ୍ଥା(ଏମ୍‌ଏସ୍‌ଏମ୍‌ଇ) ପ୍ରକଳ୍ପ ପାଇଁ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ଡିଜିଏମ୍‌ ସନ୍ଦୀପ ଗୋଷଲ, ଫେରୋକ୍ରୋମ କାରଖାନା ପରିଚାଳନା ନିର୍ଦ୍ଦେଶକ ବୀରକିଶୋର ସାହୁ, ଶିଳ୍ପ ଅଧିକାରୀ ଗୌରହରି ସିଅଳ, ଆଲ୍ଲାବାଦ ବ୍ୟାଙ୍କ ଯାଜପୁର ରୋଡ ଶାଖାର ପରିଚାଳକ ପାର୍ଥସାରଥୀ ନାୟକ, ଯାଜପୁର ଟାଉନ ପରିଚାଳକ ସାଇସୌଦାମିନୀ ରଣା, ବାଲେଶ୍ୱର ବ୍ରାଞ୍ଚର ପ୍ରତିନିଧି ଚନ୍ଦ ଯେନା ଯୋଗ ଦେଇଥିଲେ। ଏହ ଅବସରରେ ଶିକ୍ଷିତ ଓ ଅର୍ଦ୍ଧଶିକ୍ଷିତ ଯୁବତୀଯୁବକ ଏମ୍‌ଏସ୍‌ଏମ୍‌ଇ ଯୋଜନାରେ କିପରି ଛୋଟ ଶିଳ୍ପସଂସ୍ଥା ନିର୍ମାଣ କରି ନିଜେ ସ୍ବବାଲମ୍ବୀ ହୋଇପାରି ପରିବାର ପ୍ରତିପୋଷଣ କରିପାରିବେ ସେଥିପାଇଁ ସେମାନଙ୍କୁ ତାଲିମ ପ୍ରଦାନ କରାଯାଇଛି। ଯାଜପୁର , ଭଦ୍ରକ ଓ ବାଲେଶ୍ୱର ଜିଲାରୁ ବହୁ ଯୁବତୀଯୁବକ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝାଟିପଦର ଠାକୁରାଣୀ ମନ୍ଦିରରେ ଶେଷ ପର୍ଯ୍ୟାୟରେ ନବରାତ୍ର ପୂଜା ପ୍ରସ୍ତୁତି

ଗଞ୍ଜାମ,୨ା୧୦(ବିଦ୍ୟାଧର ସାହୁ): ଚଳିତ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଶନିବାରଠାରୁ ଆରମ୍ଭ ହୋଇଛି ମା’ ଠାକୁରାଣୀଙ୍କ ପୀଠରେ ଶାରଦୀୟ ନବ ରାତ୍ର ପୂଜା। ଏହି ପୂଜା…

କୁକୁର ମୁହଁରୁ କୃଷ୍ଣସାର ମୃଗଛୁଆକୁ ଉଦ୍ଧାର କରି ଘରେ ରଖିଥିଲେ ବ୍ୟକ୍ତି, ବନ ବିଭାଗ କର୍ମଚାରୀ ପହଞ୍ଚି…

ଦିଗପହଣ୍ଡି,୨।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମାରୁ ଏକ କୃଷ୍ଣସାର ମୃଗ ଛୁଆକୁ ବନ ବିଭାଗ କର୍ମଚାରୀମାନେ ଉଦ୍ଧାର କରିଛନ୍ତି।…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ବରିଷ୍ଠ ନାଗରିକଙ୍କ ଯତ୍ନ ନେବା ଜରୁରୀ: ଆଶାବାଡ଼ି ପ୍ରଦାନ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହଠାରେ ଗୁରୁବାର ବ୍ଲକସ୍ତରୀୟ ବିଶ୍ୱ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଆଲିଶା…

ଗଜଲକ୍ଷ୍ମୀ ପୂଜା ପାଇଁ ଶୁଭଖୁଣ୍ଟି ସ୍ଥାପନ: ଖେଳିଗଲା ଉତ୍ସାହ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ତୁଡ଼ିକିବାଡ଼ି ଗ୍ରାମରେ ଚତୁର୍ଥ ବର୍ଷ ଗଜଲକ୍ଷ୍ମୀ ପୂଜା ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ଅବସରରେ…

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…

ବିନା ଛାତ୍ରରେ ଚାଲିଛି ବିଦ୍ୟାଳୟ: ସ୍କୁଲ ଜଗି ରହିଛନ୍ତି ଭାରପ୍ରାପ୍ତ ହେଡ୍‌ ପଣ୍ଡିତ

ବଲାଙ୍ଗୀର,୨ା୧୦(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ସହର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟାଭୂଷଣ ସଂସ୍କୃତ ପ୍ରଥମା-ମଧ୍ୟମା ବିଦ୍ୟାଳୟରେ ୬ଷ୍ଠରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ଏକଦା ଏହି ବିଦ୍ୟାଳୟରେ ୧୦୦ରୁ…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?