ଜି.ଆର.ଏସଙ୍କ ବଦଳି ଉପରେ ଲାଗିଲା ରହିତାଦେଶ

ପାଟଣା,୫।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲାର ୧୩ଟି ବ୍ଲକ ମଧ୍ୟରୁ କେବଳ ତେଲକୋଈ ବ୍ଲକକୁ ଛାଡିଦେଲେ ବାକି ୧୨ଟି ବ୍ଲକରେ କାର୍ଯ୍ୟରତ ୨୦୦ରୁ ଉଦ୍ଧର୍‌ବ ଗ୍ରାମ ରୋଜଗାର ସେବକ(ଜି.ଆର.ଏସ)ଙ୍କୁ ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ ତରଫରୁ ବ୍ଲକ ମଧ୍ୟରେ ଅନ୍ୟ ପଞ୍ଚାୟତକୁ ବଦଳି ନିର୍ଦ୍ଦେଶ ଦିଆଯାଇଥିଲା। ମାସକୁ ଠିକା ଭିତ୍ତିରେ ମାତ୍ର ୭ହଜାର ଟଙ୍କା ବେତନ ପାଉଥିବା ଏହି କର୍ମଚାରୀମାନେ ବଦଳିରେ ଅସନ୍ତୋଷ ପ୍ରକାଶ କରି ଉଚ୍ଚ ଅଦାଲତର ଆଶ୍ରୟ ନେଇଥିଲେ। ଜି.ଆର.ଏସଙ୍କ ତରଫରୁ ଆଇନଜୀବୀ ପ୍ରଣବ କୁମାର ସାମନ୍ତରାୟ ଅଦାଲତରେ ମାମଲାଟି ଲଢୁଥିଲେ। ଅଦାଲତ ତାଙ୍କ ଅନ୍ତରୀଣ ଆଦେଶରେ ଜି.ଆର.ଏସଙ୍କ ବଦଳି ଉପରେ ରହିତାଦେଶ ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri