ଜି.ଉଦୟଗିରିରେ ଘୂର୍ଣ୍ଣିଝଡ଼, କୁଆପଥର ବର୍ଷା

ଜି.ଉଦୟଗିରି, ୧୮।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି. ଉଦୟଗିରି ସହରରେ ଶୁକ୍ରବାର ଅପରାହ୍ନରେ ଘୂର୍ଣ୍ଣିଝଡ଼ ସାଙ୍ଗକୁ କୁଆପଡ଼ର ବର୍ଷା ହୋଇଥିଲା। ପ୍ରାୟ ଏକ ଘଣ୍ଟାଧରି ଏହି ଘୂର୍ଣ୍ଣିଝଡ଼ ଓ କୂଅପଥର ବର୍ଷା ଫଳରେ ସହରର ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଗଛ ଭାଙ୍ଗିଯାଇଛି । ବିଭିନ୍ନ ସ୍ଥାନରେ ବିଦ୍ୟୁତ୍‌ ଖୁଣ୍ଟ ଉପରେ ଗଛ ପଡିଥିବାରୁ ସହରକୁ ବିଦ୍ୟୁତ୍‌ ଯୋଗାଣ ବନ୍ଦ ଥିଲା। ଗଛ କଟା ହୋଇ ବିଦ୍ୟୁତ୍‌ ମରାମତି ପରେ ବିଳମ୍ବିତ ରାତିରେ ସହରକୁ ବିଦ୍ୟୁତ୍‌ ଯୋଗାଣ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri