ଜି.ଉଦୟଗିରି ଏନ୍‌ଏସିର ବିଭିନ୍ନ ବୁଥରେ ବିଳମ୍ବରେ ମତଦାନ

ଜି.ଉଦୟଗିରି,୧୮ା୪(ଡି.ଏନ୍‌.ଏ.) : ଜି. ଉଦୟଗିରି ଓ କନ୍ଧମାଳ ଲୋକ ସଭା ନିର୍ବାଚନ ମଣ୍ଡଳୀ ପାଇଁ ସକାଳ ୭ଟାରୁ ମତଦାନ ଆରମ୍ଭ ହେବାକୁ ଥିବାବେଳେ ବିଳମ୍ବରେ ମତଦାନ ହୋଇଛି। ଜି.ଉଦୟଗିରି ଏନଏସିର ହାଟପଦା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୬୬ ନଂ ମଡେଲ ବୁଥ୍‌ରେ ୧ ଘଣ୍ଟା ବିଳମ୍ବରେ ମତଦାନ ଆରମ୍ଭ ହୋଇଛି। ଏଜେଣ୍ଟମାନେ ବିଳମ୍ବରେ ଆସିବାରୁ ମତଦାନରେ ଅଧଘଣ୍ଟା ବିଳମ୍ବ ହୋଇଥିଲା। ପୁଣି ମେସିନରେ ତୃଟି ଯୋଗୁ ଅଧଘଣ୍ଟା ବିଳମ୍ବ ହୋଇଥିଲା। ସେହିପରି ହାତୀଶାଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୭୦ ନଂ ବୁଥ୍‌ରେ ମଧ୍ୟ ୧ ଘଣ୍ଟା ବିଳମ୍ବରେ ମତଦାନ ଆରମ୍ଭ ହୋଇଥିଲା। ସେଠାରେ ମଧ୍ୟ ଏଜେଣ୍ଟମାନେ ଆସିବାରେ ବିଳମ୍ବ ଯୋଗୁ ମତଦାନ ବିଳମ୍ବ ହୋଇଥିଲା। ବିଭିନ୍ନ ବୁଥ୍‌ରେ ସ୍ବେଚ୍ଛାସେବୀମାନେ ବୟସ୍କ ଓ ଦିବ୍ୟାଙ୍ଗମାନଙ୍କୁ ନେଇ ମତଦାନ କରାଉଥିଲେ । ଜି.ଉଦୟଗିରି ଏନଏସିର ୭ଟି ଯାକ ମତଦାନ କେନ୍ଦ୍ରରେ ଭୋଟ ଦେବା ପାଇଁ ଭିଡ଼ ଲାଗି ରହିଥିଲା । ସୂଚନା ଅନୁଯାୟୀ, ଜି.ଉଦୟଗିରି ବିଧାନସଭା ନିର୍ବାଚନମଣ୍ଡଳୀର ସମୁଦାୟ ୨୫୧ଟି ବୁଥ ମଧ୍ୟରୁ ଜିଉଦୟଗିରି ବ୍ଲକ ଓ ଏନଏସିରେ ୪୦ ଟି ମତଦାନ କେନ୍ଦ୍ର ଖୋଲା ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri