ଜି.ଉଦୟଗିରି ନିର୍ବାଚନମଣ୍ଡଳୀରେ ବିଜେଡିର ସାଲୁଗା ବିଜୟୀ

ଦାରିଙ୍ଗବାଡ଼ି,୨୪।୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ ବିଜୟୀ ହୋଇଛନ୍ତି। ସାଲୁଗା ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଶ୍ୟାମଘନ ପ୍ରଧାନଙ୍କଠାରୁ ମୋଟ ୧୧,୨୬୧ ଖଣ୍ଡ ଭୋଟରେ ବିଜୟଲାଭ କରିଛନ୍ତି।
ସାଲୁଗା ମୋଟ ୫୩,୨୩୮ ଖଣ୍ଡ ଭୋଟ ପାଇଥିବା ବେଳେ କଂଗ୍ରେସର ଶ୍ୟାମଘନ ପ୍ରଧାନ ୪୧ ହଜାର ୯୭୭ ଖଣ୍ଡ ଭୋଟ ପାଇଛନ୍ତି। ସେହିପରି ଭାଜପାର ଅର୍ଚ୍ଚନା ପ୍ରଧାନ ୩୫,୯୯୮ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାରେ ୫୦୦ରୁ ଅଧିକ ଉଠା ଜଳସେଚନ ପମ୍ପ୍‌ ଅଚଳ: ଚିନ୍ତାରେ ଚାଷୀ

ଛତ୍ରପୁର,୫ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଏକ କୃଷି ପ୍ରଧାନ ଜିଲା ଅଟେ। କୃଷକ ଓ ଶ୍ରମିକ ପ୍ରାୟ ୮୦% ଲୋକ କୃଷି ଉପରେ ନିର୍ଭର କରି ପରିବାର…

ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ

ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି…

ବିଧାୟକଙ୍କ ହସ୍ତକ୍ଷେପ ପରେ ବେଲଗୁଣ୍ଠାରେ ଲୋକଙ୍କୁ ମିଳିଲା ବିଶୁଦ୍ଧ ପାଣି

ବେଲଗୁଣ୍ଠା, ୪।୮ (କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଏନ୍.ଏ.ସି. ଅନ୍ତର୍ଗତ ୧୨ ଏବଂ ୧୩ ନମ୍ବର ୱାର୍ଡ ଭଗବତପାଟଣା ଓ ଧନିଜାପଲ୍ଲୀରେ ବିଗତ କିଛି…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ରାସ୍ତାରେ ଅଟକି ଦିଗପହଣ୍ଡି କଲେଜ ଆଗରେ ଛାତ୍ରୀମାନଙ୍କୁ ଚକୋଲେଟ୍‌ ବାଣ୍ଟିଲେ ରାଷ୍ଟ୍ରପତି

ଦିଗପହଣ୍ଡି,୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ସମୟରେ ସେ…

ଯକ୍ଷ୍ମା ମୁକ୍ତ ଭାରତ ଗଠନରେ ଛାତ୍ରଛାତ୍ରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭଞ୍ଜନଗର,୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ‘ଟିବି ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ଯକ୍ଷ୍ମା ରୋଗ ଉପରେ ଏକ…

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri