ଫୁଲବାଣୀ ଅଫିସ,୨୩।୫(ଡି.ଏନ୍.ଏ.)- ଜି.ଉଦୟଗିରି ବିଧାନସଭା କ୍ଷେତ୍ରରେ ବିଜେଡି ପ୍ରାର୍ଥୀ ସାଲୁଗା ପ୍ରଧାନ ଆଗୁଆ ଅଛନ୍ତି। ସାଲୁଗାଙ୍କୁ ୯୧୩୪ ଭୋଟ ମିଳିଥିବାବେଳେ ଭାଜପାର ଅର୍ଚ୍ଚନା ପ୍ରଧାନଙ୍କୁ ୬୩୨୨ ଭୋଟ ମିଳିଛି। ସେହିପରି ବାଲିଗୁଡାରେ ବିଜେଡି ପ୍ରାର୍ଥୀ ଚକ୍ରମଣୀ କହଁର ୧୨୯୪୩ ଭୋଟ ପାଇଥିବା ବେଳେ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ସିମନ ମଳିକ ୮୪୨୧ ଓ ଭାଜପାର କରେନ୍ଦ୍ର ମାଝି ୧୧୨୦ଭୋଟ ପାଇଛନ୍ତି। ଫୁଲବାଣୀ ବିଧାନସଭା କ୍ଷେତ୍ରରେ ଅଙ୍ଗଦ କହଁର ୧୭,୫୬୬ ଭୋଟ ପାଇଥିବାବେଳେ କଂଗ୍ରେସର କିଶୋର କହଁର ୪୯୯୫ ଓ ଭାଜପାର ଦେବନାରାୟଣ ପ୍ରଧାନ ୫୪୦୧ ଖଣ୍ଡ ଭୋଟ ପାଇଛନ୍ତି। କନ୍ଧମାଳ ଏମ୍ପି ଜୋନରେ ବିଜେଡିର ଅଚ୍ୟୁତ ସାମନ୍ତ ୧୩୩୧୮୭ ଭୋଟ ପାଇଥିବାବେଳେ ଭାଜପାର ଐରଖାରବେଳ ସ୍ବାଇଁ ୯୮୫୧୨ ଭୋଟ ପାଇଛନ୍ତି।
ଟେନିସ ଖେଳାଳିଙ୍କ ସହ ନଜର ଆସିଲେ ଯୁବରାଜ, ହରଭଜନ କହିଲେ…
ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂହଙ୍କ ଏକ ଫଟୋସୁଟ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଏଥିରେ ସେ ଜଣେ ବିଦେଶୀ ମହିଳାଙ୍କ...
ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…
ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...
କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ
ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...
କୃତ୍ରିମ ଉପଗ୍ରହର ବହୁଳତା
ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ହେଉଛି ଚନ୍ଦ୍ର। କିନ୍ତୁ ଗତ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରୁ ଅନେକ କୃତ୍ରିମ ଉପଗ୍ରହ ପୃଥିବୀ କକ୍ଷରେ ଏହାକୁ ପରିକ୍ରମଣ କରୁଛି। ରୁଷିଆ...
‘ବ୍ରିଟିଶମାନେ ପ୍ରଥମେ ବଙ୍ଗଳାକୁ ବିଭାଜିତ କରିଥିଲେ, ବନ୍ଦେ ମାତରମ ସେମାନଙ୍କ ପାଇଁ ଏକ ଚ୍ୟାଲେଞ୍ଜ ହୋଇଗଲା’ – ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଲୋକ ସଭାର ଶୀତକାଳୀନ ଅଧିବେଶନ ପାଇଁ ସଂସଦରେ ପହଞ୍ଚିଥିଲେ। ସେ ‘ବନ୍ଦେ ମାତରମ’ର ୧୫୦ତମ ବାର୍ଷିକୀ ଉପରେ ଏକ...
ବାରବାଟୀରେ ଟିମ ଇଣ୍ଡିଆ ଖେଳାଳି: ଅଭ୍ୟାସ ଦେଖିପାରିବେ ଦର୍ଶକ
କଟକ,୮।୧୨: ଓଡ଼ିଶାରେ ଏବେ କ୍ରିକେଟ୍ ଫିଭର ଚାଲିଛି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ଏହାପୂର୍ବରୁ...
ବିଗ ବସ ୧୯ ବିଜେତା: ଗୌରବ ଖାନ୍ନା ୫୦ ଲକ୍ଷ ନୁହେଁ, ଏତିକି କୋଟି ଟଙ୍କା ନେଇ ଫେରିଲେ
ମୁମ୍ବାଇ,୮।୧୨: ସଲମାନ ଖାନଙ୍କ ରିଆଲିଟି ଶୋ ବିଗ ବସ ୧୯ର ଶେଷ ଏପିସୋଡ ଏକ ବ୍ଲକବଷ୍ଟର ଥିଲା। ରବିବାର ରାତି ଶେଷ ପର୍ଯ୍ୟନ୍ତ ବିଜେତାଙ୍କ ଭାଗ୍ୟ...
ବିଗ୍ ବସ୍ ଜିତିଲେ ଗୌରବ: ଜାଣନ୍ତୁ ତାଙ୍କ ବିଷୟରେ ରୋଚକ କଥା
କଲର୍ସ ଟିଭିରେ ପ୍ରସାରିତ ରିଆଲିଟି ଶୋ’ ବିଗ୍ ବସ୍ ସିଜନ୍ ୧୯ରେ ବାଜିମାରି ନେଇଛନ୍ତି ଗୌରବ ଖାନ୍ନା। ଏଥିସହ ସାଢ଼େ ୩ ମାସ ଧରି ଚାଲିଥିବା...
Archives


