ଜି.ଉଦୟଗିରି, ବାଲିଗୁଡା, ଫୁଲବାଣୀରେ ବିଜେଡି ଆଗରେ

ଫୁଲବାଣୀ ଅଫିସ,୨୩।୫(ଡି.ଏନ୍‌.ଏ.)- ଜି.ଉଦୟଗିରି ବିଧାନସଭା କ୍ଷେତ୍ରରେ ବିଜେଡି ପ୍ରାର୍ଥୀ ସାଲୁଗା ପ୍ରଧାନ ଆଗୁଆ ଅଛନ୍ତି। ସାଲୁଗାଙ୍କୁ ୯୧୩୪ ଭୋଟ ମିଳିଥିବାବେଳେ ଭାଜପାର ଅର୍ଚ୍ଚନା ପ୍ରଧାନଙ୍କୁ ୬୩୨୨ ଭୋଟ ମିଳିଛି। ସେହିପରି ବାଲିଗୁଡାରେ ବିଜେଡି ପ୍ରାର୍ଥୀ ଚକ୍ରମଣୀ କହଁର ୧୨୯୪୩ ଭୋଟ ପାଇଥିବା ବେଳେ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ସିମନ ମଳିକ ୮୪୨୧ ଓ ଭାଜପାର କରେନ୍ଦ୍ର ମାଝି ୧୧୨୦ଭୋଟ ପାଇଛନ୍ତି। ଫୁଲବାଣୀ ବିଧାନସଭା କ୍ଷେତ୍ରରେ ଅଙ୍ଗଦ କହଁର ୧୭,୫୬୬ ଭୋଟ ପାଇଥିବାବେଳେ କଂଗ୍ରେସର କିଶୋର କହଁର ୪୯୯୫ ଓ ଭାଜପାର ଦେବନାରାୟଣ ପ୍ରଧାନ ୫୪୦୧ ଖଣ୍ଡ ଭୋଟ ପାଇଛନ୍ତି। କନ୍ଧମାଳ ଏମ୍‌ପି ଜୋନରେ ବିଜେଡିର ଅଚ୍ୟୁତ ସାମନ୍ତ ୧୩୩୧୮୭ ଭୋଟ ପାଇଥିବାବେଳେ ଭାଜପାର ଐରଖାରବେଳ ସ୍ବାଇଁ ୯୮୫୧୨ ଭୋଟ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?