ଜି-୭ ସମ୍ମିଳନୀ: କଶ୍ମୀର ମାମଲାରେ ମଧ୍ୟସ୍ଥତା କରିବନି ଆମେରିକା

ବିଆରିଜ୍‌,୨୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜି-୭ ସମ୍ମିଳନୀରେ ଯୋଗ ଦେବାପାଇଁ ଫ୍ରାନ୍ସ ପହଞ୍ଚିଛନ୍ତି। ସୋମବାର ସେଠାରେ ସେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ସାକ୍ଷାତ୍‌ କରିଛନ୍ତି। ଏହି ଅବସରରେ ଦୁଇ ନେତାଙ୍କ ମଧ୍ୟରେ କଶ୍ମୀର ସମସ୍ୟାକୁ ନେଇ ଆଲୋଚନା ହୋଇଛି। ତେବେ ମୋଦି ସ୍ପଷ୍ଟ କରିଥିଲେ କି ଏହା ଦୁଇ ଦେଶର ଦ୍ୱିପାକ୍ଷିକ ମାମଲା। ଏମିତିକି ପାକିସ୍ତାନର ନବ ନିର୍ବାଚିତ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କୁ ଶୁଭେଚ୍ଛା ଜଣାଇବା ସମୟରେ ଟ୍ରମ୍ପ କହିଥିଲେ ଭାରତ-ପାକିସ୍ତାନର ସମସ୍ୟା ନିଜ ନିଜ ଭିତରେ ସମଧାନ କରିବା ଭଲ। ମୋଦି ଏହାକୁ ନେଇ କହିଥିଲେ କି ୧୯୪୭ ପୂର୍ବରୁ ଭାରତ ପାକିସ୍ତାନ ଏକାଠି ଥିଲା। ଏବେ ଏହା ଅଲଗା ହୋଇ ଯାଇଥିବା ବେଳେ ଏହାର ସମସ୍ୟାକୁ ନେଇ ଆମେ ଅନ୍ୟ ଦେଶକୁ ଏହା ମଧ୍ୟକୁ ଟାଣି କରିବାକୁ ଚାହୁଁଚାହୁଁ।


Enter your email to get our daily news in your inbox.

All Right Reserved By Dharitri.Com

Vaibhav Suryavanshi Car Collection: ଲାଇସେନ୍ସ ବିନା ମଧ୍ୟ, ବୈଭବଙ୍କ ପାଖରେ ରହିଛି ବହୁ ମୂଲ୍ୟବାନ କାର କଲେକ୍ସନ, ଦାମ ଶୁଣିଲେ ହୋସ ଉଡିଯିବ

ନୂଆଦିଲ୍ଲୀ,୨୮।୫: ବର୍ତ୍ତମାନ କ୍ରିକେଟ ଜଗତରେ କେବଳ ଗୋଟିଏ ନାମ ପ୍ରାଧାନ୍ୟ ବିସ୍ତାର କରୁଛି, ଏବଂ ସେହି ନାମଟି ଆଉ କାହାରି ନୁହେଁ ବରଂ ୧୫ ବର୍ଷୀୟ ବାମହାତୀ…

ଭାଜପା ସଙ୍ଗଠନରେ ବଡ଼ ଧରଣର ଅଦଳବଦଳ, ବଦଳିଲେ ୪ ରାଜ୍ୟର ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୮।୫: ଗୁରୁବାର (୨୮ ମଇ) , ଭାଜପା ଚାରୋଟି ରାଜ୍ୟରେ ରାଜ୍ୟ ସଭାପତି ବା ପଦେଶ ଅଧ୍ୟକ୍ଷ ପରିବର୍ତ୍ତନ ଘୋଷଣା କରିଛି। ଦିଲ୍ଲୀରେ, ବୀରେନ୍ଦ୍ର ସଚଦେବଙ୍କ ସ୍ଥାନରେ…

CBSE ମୂଲ୍ୟାୟନ ପ୍ରସଙ୍ଗ: ପାଲଟା ଆକ୍ରମଣ କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲ ଗାନ୍ଧୀ ହତାଶ….

ନୂଆଦିଲ୍ଲୀ,୨୮ା୫: CBSEର ଅନ୍-ସ୍କ୍ରିନ୍ ମାର୍କିଂ ସିଷ୍ଟମକୁ ନେଇ ସାରା ଦେଶରେ ଚାଲିଥିବା ରାଜନୈତିକ ଉତ୍ତେଜନା ମଧ୍ୟରେ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିରୋଧୀ ଦଳ ନେତା…

କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ସିଦ୍ଧରାମାୟା? କହିଲେ ସବୁଠାରୁ ବଡ଼ କାରଣ

ବେଙ୍ଗାଲୁରୁ,୨୮।୫: କର୍ନାଟକ ମୁଖ୍ୟମନ୍ତ୍ରୀ ଏବଂ ବରିଷ୍ଠ କଂଗ୍ରେସ ନେତା ସିଦ୍ଧରାମାୟା ଶେଷରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କ ସଚିବଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି।…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଭାବବିହ୍ବଳ ହେଲେ ସିଦ୍ଦାରାମାୟା, କହିଲେ ମୁଁ କେବେ ବି…

ବେଙ୍ଗାଲୁରୁ,୨୮ା୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇ ସିଦ୍ଦାରାମାୟା ଭାବବିହ୍ବଳ ହୋଇପଡ଼ିଛନ୍ତି। ସେ ତାଙ୍କ ପ୍ରଥମ ପ୍ରତିକ୍ରିୟାରେ କହିଛନ୍ତି, ଦଳର ହାଇକମାଣ୍ଡ ମୋତେ ଯାହା କହିଥିଲେ, ମୁଁ…

କାନାଡାରେ ଭାରତୀୟ ଛାତ୍ରୀଙ୍କୁ ଛୁରୀ ଭୁସି ହତ୍ୟା, କାନ୍ଦବୋବାଳିରେ ଫାଟି ପଡୁଛି…

ନୂଆଦିଲ୍ଲୀ,୨୮ା୫: କାନାଡା ମାଟିରେ ଜଣେ ଭାରତୀୟ ମହିଳାଙ୍କ ହତ୍ୟା ସହିତ ଜଡିତ ଆଉ ଏକ ମାମଲା ସାମ୍ନାକୁ ଆସିଛି। ଗୁଜରାଟର ଜଣେ ୨୨ ବର୍ଷୀୟ ମହିଳାଙ୍କୁ ଛୁରି…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଦ୍ଦାରାମାୟା

ବେଙ୍ଗାଲୁରୁ,୨୮ା୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ସିଦ୍ଦାରାମାୟା। ବେଙ୍ଗାଲୁରୁ ରାଜଭବନ ଯାଇ ସେ ଇସ୍ତଫା ଦେଇଛନ୍ତି। ଏନେଇ ସିଦ୍ଦାରାମାୟା ଏକ ପ୍ରେସ୍‌ମିଟ୍‌ କରି ସୂଚନା ଦେଇଛନ୍ତି।…

ଶିବକୁମାରଙ୍କୁ ନେଇ ଏମିତି କହିଲେ ପ୍ରିୟଙ୍କା ଗାନ୍ଧୀ, ଯେଉଁମାନେ କଷ୍ଟକର ସମୟରେ…

ବେଙ୍ଗାଲୁରୁ,୨୮ା୫: କର୍ନାଟକର କଂଗ୍ରେସ ସରକାରରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଦୀର୍ଘଦିନ ଧରି ଚାଲିଥିବା ବିବାଦର ଏବେ ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା କ୍ୟାବିନେଟ୍‌ ମନ୍ତ୍ରୀମାନଙ୍କ ସହିତ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri