Posted inଜାତୀୟ

ଜୀବନକାଳ ମଧ୍ୟରେ ପାଣି କି ବିଜୁଳି ପାଇଲେ ନାହିଁ ଆଦର୍ଶ ମତଦାତା

କୁଲ୍ଲୁ,୫।୮: ହିମାଚଳ ପ୍ରଦେଶର କୁଲୁ ଜିଲାରେ ଥିବା ଶାକ୍ଟି ମରେଡରେ ଆଜି ପର୍ଯ୍ୟନ୍ତ ବିଜୁଳି କି ପାନୀୟ ଜଳର ସୁବିଧା ନାହିଁ। ତେବେ ଗାଁର ବିକାଶକୁ ଲକ୍ଷ୍ୟ କରି ପ୍ରତିଥର ଉତ୍ସାହର ସହ ମତଦାନ କରୁଥିବା ୧୧୦ ବର୍ଷୀୟା ଶାଦି ଦେବୀଙ୍କର ଏବେ ମୃତ୍ୟୁ ହୋଇଥିବା ଜଣାପଡିଛି। ଶେଷରେ ତାଙ୍କ ସ୍ବପ୍ନ ସ୍ବପ୍ନରେ ରହିଯାଇଥିବା ଆଲୋଚନା ହେଉଛି। କାରଣ ଶେଷ ସମୟ ପର୍ଯ୍ୟନ୍ତ ମଧ୍ୟ ସେ ଗାଁ ବିଜୁଳି ଆଲୋକ ଅବା ପାନୀୟ ଜଳ ଭଳି ସମସ୍ୟାର ସମାଧାନ ହୋଇଥିବା ଦେଖି ପାରିଲେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri