ଜୀବନବିନ୍ଦୁ କାର୍ଯ୍ୟକ୍ରମ ମାଧ୍ୟମରେ ୩୦ ୟୁନିଟ ରକ୍ତ ସଂଗୃହୀତ

ଭଣ୍ଡାରିପୋଖରୀ, ୧।୫(ଡି.ଏନ.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ମଞ୍ଜୁରୀରୋଡ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ରେ ଶୁକ୍ରବାର ବ୍ଲକ ବିଜେଡି ପକ୍ଷରୁ ‘ଜୀବନବିନ୍ଦୁ’ କାର୍ଯ୍ୟକ୍ରମ ଜରିଆରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। କରୋନା ଭୂତାଣୁ ଯୋଗୁ ସବୁଆଡେ ଲକଡାଉନ ଚାଲିଥିବା ବେଳେ ରକ୍ତ ଭଣ୍ଡାରରେ ରକ୍ତ ଅଭାବକୁ ଭରଣା କରିବା ଉଦ୍ଦେଶ୍ୟରେ ଏଭଳି କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ବୋଲି ସ୍ଥାନୀୟ ଜିଲା ପରିଷଦ ସଦସ୍ୟ ଦୀପ୍ତିସୂର୍ଯ୍ୟ ବିଶ୍ୱାଳ ସୂଚନା ଦେଇଛନ୍ତି। ରକ୍ତ ଦାନ ଶିବିରରେ ସାମାଜିକ ଦୂରତ୍ୱ ଅବଲମ୍ବନ କରି ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ୩୦ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା।ଏହି ରକ୍ତଦାନ ଶିବିର ରେ ବିଜେଡି ରାଜ୍ୟ ମହିଳା ସମ୍ପାଦିକା ସୁଜାତା ଜେନା, ସରପଞ୍ଚ ସଦାଶିବ ଦାସ, ବନ୍ଦାଲୋ ସମିତିସଭ୍ୟ ପ୍ରଦୀପ ଜେନା, ଥାନାଧିକାରୀ ସନାତନ ସାହୁ, ଦେବେନ୍ଦ୍ର ଦାଶ, ଜଗନାଥ ଜେନା, ବ୍ଲକ ବିଜୁଛାତ୍ର ଜନତା ସଭାପତି ଦେବ୍ରତ ଜେନା, ସ୍ବାସ୍ଥ୍ୟକେନ୍ଦ୍ର ଡା ଦେବାଶିଷ ପତି, ଫାର୍ମାସିଷ୍ଟ ପ୍ରଣତି ପହି, ପ୍ରଶାନ୍ତ ବାରିକ କାର୍ଯ୍ୟକ୍ରମକୁ ପରିଚାଳନା କରିବା ସହ ରକ୍ତଦାତାମାନଙ୍କୁ ଉତ୍ସାହିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri