ଜୀବନ ରକ୍ଷା ପାଇଁ ଲକ୍‌ଡାଉନ ଜରୁରୀ: ପୁରୀ ଜିଲାପାଳ

ପୁରୀ ଅଫିସ,୨୨।୩: କରୋନା ଭାଇରସ୍‌ର ଭୟାବହତାକୁ ଦେଖି ରାଜ୍ୟ ସରକାର ୫ଟି ଜିଲା ଏବଂ ୮ଟି ସହରାଞ୍ଚଳରେ ଲକ୍‌ ଡାଉନ ଘୋଷଣା କରିଛନ୍ତି। ଏହି ସହର ମଧ୍ୟରେ ପୁରୀ ରହିଛି। ଏହି ନିଷ୍ପତ୍ତି ବାସ୍ତବିକ କଷ୍ଟକର, କିନ୍ତୁ ଆମ ସମସ୍ତଙ୍କ ଜୀବନ ରକ୍ଷା ପାଇଁ ଜରୁରୀ ବୋଲି ଜିଲାପାଳ ବଲୱନ୍ତ ସିଂ ଶନିବାର ଏକ ଭିଡିଓ ମାଧ୍ୟମରେ ଜିଲାବାସୀଙ୍କୁ ଅନୁରୋଧ କରିଛନ୍ତି । ଜିଲାପାଳ ସିଂ କହିଛନ୍ତି, ୨୨ ତାରିଖ ସକାଳ ୭ଟାରୁ ୨୯ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ଲକ୍‌ ଡାଉନ କଟକଣା ରହିବ । ଏହାର ଉଦ୍ଦେଶ୍ୟ ହେଉଛି ସମସ୍ତେ ଘର ଭିତରେ ରହିବା। ଅତ୍ୟାବଶ୍ୟକ ପଡିଲେ, ଔଷଧ କିମ୍ବା ପନିପରିବା ଓ ସଉଦା କିଣିବା ପାଇଁ ବାହାରକୁ ବାହାରିପାରିବେ। ଟ୍ୟାକ୍ସି, ଅଟୋ କିମ୍ବା ଅନ୍ୟ ଘରୋଇ ଗାଡିକୁ କେବଳ ହସ୍ପିଟାଲ ଯିବା ପାଇଁ ଅନୁମତି ଦିଆଯିବ। କେହି ନିୟମକୁ ଉଲ୍ଲଂଘନ କଲେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ୩୭୫ କେଜି ଜବତ କଲା ଅଡବା ପୋଲିସ

ମୋହନା,୮।୯( ମନ୍ମଥ ମିଶ୍ର ): ଅଡବା ପୋଲିସକୁ ପୁଣି ସଫଳତା ମିଳିଛି । ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଅଡବା ପୋଲିସର ପାଟ୍ରୋଲିଂ…

ଘରୁ ଆସୁଥିଲା ଦୁର୍ଗନ୍ଧ ଯାଇଁ ଦେଖିଲା ବେଳକୁ ପଡ଼ିଛି….

ବେଲପାହାଡ଼, ୮/୯ (ସୁବାସ ପ୍ରଧାନ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ମହିଜୋର ଅଞ୍ଚଳର ଏକ ଘର ଭିତରୁ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri