ଜୀବିକା ହରାଇଲେ ବାଜାବାଲା: ସହାୟତା ଦାବି କଲା ଭାଜପା

ବରଗଡ଼ ଅଫିସ,୧୧।୬: କରୋନା ଭାଇରସ୍‌ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ ଜାରି କରାଯାଇଛି। ଏଥିରେ ବାଜାବାଲା(ବଜନିଆଁ)ମାନେ ନିଜ ଜୀବିକା ହରାଇଛନ୍ତି। ସାଧାରଣତଃ ଅନୁସୂଚିତ ଜାତି ବର୍ଗର ଏହି ଅଣସ୍ବୀକୃତ କଳାକାରମାନେ ବିଭିନ୍ନ ପର୍ବପର୍ବାଣୀଠାରୁ ଆରମ୍ଭ କରି ବିବାହ ଆଦି ଉତ୍ସବରେ ଢୋଲ, ନିଶାନ ଓ ଦୁଲଦୁଲି ବଜାଇ ପରିବାର ପ୍ରତିପୋଷଣ କରିଥାନ୍ତି। ତେବେ କରୋନା ଯୋଗୁ ରୋଜଗାର ଠପ୍‌ ହୋଇଯାଇଥିବାରୁ ଏବେ ପରିବାର ପ୍ରତିପୋଷଣ କରିବା ସେମାନଙ୍କ ପକ୍ଷରେ କଷ୍ଟସାଧ୍ୟ ହୋଇପଡିଛି। ଫଳରେ ସେମାନଙ୍କୁ ସରକାରୀ ସହାୟତା ତଥା ପେନସନ ଯୋଗାଇବା ଦିଗରେ ବିହିତ ପଦକ୍ଷେପ ନେବାକୁ ଭାଜପା ଦାବି କରିଛି। ଗୁରୁବାର ଦଳର ରାଜ୍ୟ ସମ୍ପାଦକ ସୁଶାନ୍ତ ମିଶ୍ରଙ୍କ ନେତୃତ୍ୱରେ ଭାଜପା କର୍ମକର୍ତ୍ତାମାନେ ବରଗଡ଼ ଜିଲାପାଳଙ୍କ ଅଫିସକୁ ଯାଇ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କ ଅନୁପସ୍ଥିତିରେ ଆସିଷ୍ଟାଣ୍ଟ କଲେକ୍ଟର ସୁମତୀ ପଣ୍ଡା ଏହି ସ୍ମାରକପତ୍ର ଗ୍ରହଣ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri