ବୁଗୁଡ଼ା,୨୪।୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅନ୍ତର୍ଗତ ବିଷ୍ଣୁଚକ୍ର ଗ୍ରାମର ଏକ ଆମ୍ବତୋଟାରେ ଜୁଆଖେଳ ଚାଲିଥିଲା। ଖବର ପାଇ ବାଲିପଦର ଫାଣ୍ଡି ଅଧିକାରୀ ଭଗବାନ ପୂଜାରୀ ସଦଳବଳେ ସେଠାରେ ଚଢ଼ାଉକରି ୫ ଜଣଙ୍କୁ ଗିରଫ କରିଉନ୍ତି। ସେମାନଙ୍କଠାରୁ ୮ ହଜାର ୨ ଶହ ଟଙ୍କା ଜବତ କରାଯାଇଛି। ସମସ୍ତ ଅଭିଯୁକ୍ତ ବିଷ୍ଣୁଚକ୍ର ଗ୍ରାମର ବୋଲି ଜଣାପଡିଛି। ଏ ନେଇ ବୁଗୁଡା ଥାନାରେ କେଶ ନଂ. ୯୯/୨୦ରେ ଏକ ମାମଲା ରୁଜୁ ହୋଇଥିବା ଥାନା ଅଧିକାରୀ ଚିତରଞ୍ଜନ ବେହେରା କହିଛନ୍ତି।
Posted inଅପରାଧ, ଆମ ଜିଲା ଖବର, ଗଞ୍ଜାମ View All
ଆସନ୍ତା ୨୩ରୁ ଖୋଲିବ ଧାନମଣ୍ଡି, ଶୁଭାରମ୍ଭ ହେଲା ୨ଟି ସଚେତନତା ରଥ
ଛତ୍ରପୁର, ୧୬/୧୨ (ଦିଲ୍ଲୀପ ସାମଲ): ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ...
ଓଡ଼ିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ଉଦଘାଟିତ
ବଲାଙ୍ଗୀର, ୧୬।୧୨ (ବୀରେନ୍ଦ୍ର କୁମାର ଝାଙ୍କର)- ବଲାଙ୍ଗୀର ଗାନ୍ଧୀ ଷ୍ଟାଡିୟମ ଠାରେ ମଙ୍ଗଳବାର ଓଡିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ମ୍ୟାଚ ଉଦଘାଟିତ ହୋଇଛି।...
ସୁନା ଦୋକାନୀ ଗହଣା ଭର୍ତ୍ତି ବ୍ୟାଗ ଘରେ ଥୋଇ ଯାଇଥିଲେ ବଜାର: ଆସିଲା ବେଳକୁ …
କେନ୍ଦୁଝର,(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପଣ୍ଡାପଡ଼ା ଥାନାରୁ ପ୍ରାୟ ଅଧ କି.ମି. ଦୂରରେ ସୋମବାର ରାତିରେ ଜଣେ ଗହଣା ବ୍ୟବସାୟୀ ସଞ୍ଜୟ ରାଣାଙ୍କ ଘରୁ...
ନବଜାତ ଶିଶୁର ମୁଣ୍ଡ ଧରି ଶିବ ମନ୍ଦିର ସାମ୍ନାକୁ ଆସିଲା କୁକୁର: ବାହାନଗାରେ ଖେଳିଗଲା ଚାଞ୍ଚଲ୍ୟ
ବାହାନଗା,୧୬।୧୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ବାଲିକିତ୍ତିରଣ ଗାଁ ରାସ୍ତାକଡ଼ରେ ନବଜାତ ଶିଶୁର ଖଣ୍ଡ ବିଖଣ୍ଡିତ ଶରୀର ପଡିଛି। ବାଲିକିତ୍ତିରଣ...
ଭାରସାମ୍ୟ ହରାଇ ଡିଭାଇଡର ଉପରକୁ ଚଢ଼ିଗଲା ଟ୍ରକ: ଆଉ ତା’ପରେ…
ବଲାଙ୍ଗିର,୧୬/୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ୨୬ନମ୍ବର ଜାତୀୟ ରାଜପଥ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖ ଟ୍ରାଫିକ ଛକ ଡିଭାଡିଅରରେ ଭାରସାମ୍ୟ ହରାଇ ଏକ ଟ୍ରକ ଚଢ଼ି ଯାଇଛି...
ଶ୍ମଶାନରେ ଜିଇଁ ଉଠିଲେ ପୂରୋହିତ, ହସ୍ପିଟାଲ ଗଲାପରେ ଘଟିଲା…
ଗଞ୍ଜାମ ୧୬/୧୨(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ନୃସିଂହ ପୂଜକ ପୁରୋହିତ ରାଜେନ୍ଦ୍ର ରଥଙ୍କ ପରଲୋକ ହୋଇଛି । ହସ୍ପିଟାଲରେ...
ପର୍ଯ୍ୟଟନ ସ୍ଥଳରେ ପଡୁଛି ପ୍ଲାଷ୍ଟିକ: ପଦକ୍ଷେପ ପାଇଁ…
ନୂଆପଡ଼ା,୧୬।୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ପର୍ଯ୍ୟଟନ ସ୍ଥଳୀ ପତୋରା ଡ୍ୟାମ୍ଠାରେ ସ୍ଥାନୀୟ ଯୁବ ସଂଗଠନ ଯୁବା କି ଦହାଡ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ଅଭିଯାନ...
ଚାଷ ଜମିକୁ କାମ କରିବା ପାଇଁ ଯାଉଥିବାବେଳେ ପାଗଳ ବିଲୁଆ କାମୁଡାରେ ୬ ଆହାତ, ଜଣେ ଗୁରୁତର
ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନରସିଂହପୁର, କୁଶପଡ଼ା,ବିଜୟ ପଦ୍ମନାଭପୁର ପ୍ରଭୃତି ଗ୍ରାମର ୬ ଜଣଙ୍କୁ ସୋମବାର ପାଗଳ ବିଲୁଆ କାମୁଡି କ୍ଷତାକ୍ତ...
Archives


