ଆସିକା,୧୮ା୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ କଲେଜଛକ ଠାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଶନିବାର ମଧ୍ୟାହ୍ନରେ ପୋଲିସ ଚଢାଉ କରି ୮ଜଣଙ୍କୁ ଗିରଫ କରିଛି। ସେଠାରୁ ୧୨,୫୦୦ ଟଙ୍କା ଜବତ କରାଯାଇଛି। ଗିରଫ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି।
ଆସିକା,୧୮ା୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ କଲେଜଛକ ଠାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଶନିବାର ମଧ୍ୟାହ୍ନରେ ପୋଲିସ ଚଢାଉ କରି ୮ଜଣଙ୍କୁ ଗିରଫ କରିଛି। ସେଠାରୁ ୧୨,୫୦୦ ଟଙ୍କା ଜବତ କରାଯାଇଛି। ଗିରଫ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି।
ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...
ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...
ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...
ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...
ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...
ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...
ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...
ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...
