ଆସିକା,୧୮ା୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ କଲେଜଛକ ଠାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଶନିବାର ମଧ୍ୟାହ୍ନରେ ପୋଲିସ ଚଢାଉ କରି ୮ଜଣଙ୍କୁ ଗିରଫ କରିଛି। ସେଠାରୁ ୧୨,୫୦୦ ଟଙ୍କା ଜବତ କରାଯାଇଛି। ଗିରଫ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି।
ଆସିକା,୧୮ା୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ କଲେଜଛକ ଠାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଶନିବାର ମଧ୍ୟାହ୍ନରେ ପୋଲିସ ଚଢାଉ କରି ୮ଜଣଙ୍କୁ ଗିରଫ କରିଛି। ସେଠାରୁ ୧୨,୫୦୦ ଟଙ୍କା ଜବତ କରାଯାଇଛି। ଗିରଫ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି।
ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…
ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…
ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…
କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…
ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା…
ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…
ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…
ବଲାଙ୍ଗୀର, ୨୧।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଅଘୋଷିତ ଭାବେ ହେଉଛି ବିଦ୍ୟୁତ କାଟ। ଏହାର ପ୍ରତିବାଦରେ ଗୁରୁବାର ଟାଟା ପାୱାର ଅଫିସ ଘେରାଉ କରାଯିବା ସହ…