ଜୁଆ ଆଡ୍ଡାରେ ଚଢ଼ାଉ: ୯୬୫୦ ଟଙ୍କା, ୪ ବାଇକ୍‌ ଜବତ; ୪ କୋର୍ଟଚାଲାଣ

ଲୋଇସିଂହା,୬ା୫(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ଆଗଲପୁର ବ୍ଲକ ଅନ୍ତର୍ଗତ କଠିପାଲି ଛକଠାରେ ଚାଲିଥିବା ଜୁଆ ଆଡ୍ଡା ଉପରେ ମଙ୍ଗଳବାର ଅପରାହ୍ନରେ ଲୋଇସିଂହା ପୋଲିସ ଚଢ଼ାଉ କରିଥିଲା। ଜୁଆ ଆଡ୍ଡାରୁ ୯ ହଜାର ୬୫୦ ଟଙ୍କା, ୪ ବାଇକ୍‌,୫ ମୋବାଇଲ,ତାସ୍‌ ସମେତ ୪ ଜଣ ଜୁଆଡ଼ିଙ୍କୁ ଗିରଫ କରିଥିଲା। ଗିରଫ ଅଭିଯୁକ୍ତମାନେ ହେଲେ ପ୍ରଭାକର ପଣ୍ଡା,ବେଣୁଧର ପଣ୍ଡା, ଶ୍ୟାମସୁନ୍ଦର ଦଣ୍ଡସେନା ଓ ଗଙ୍ଗାଧର ମେହେର। ଗିରଫ ଅଭିଯୁକ୍ତମାନଙ୍କୁ ବୁଧବାର କୋର୍ଟଚାଲାଣ କରାଯାଇଛି। ପୋଲିସକୁ ବିଶ୍ୱସ୍ତସୂତ୍ରରୁ ସୂଚନା ମିଳିବା ପରେ ଡିଏସ୍‌ପି ସୁମନ ରଞ୍ଜିତା ସିଂ, ଆଇଆଇସି ଲଳିତା ଲାକ୍ରା ଓ ଷ୍ଟାଫ୍‌ ଚଢ଼ାଉ କରି ଜୁଆରେ ବ୍ୟବହୃତ ସାମଗ୍ରୀ ଓ ୪ ଜୁଆଡ଼ିଙ୍କୁ ଗିରଫ କରିଥିଲେ। ଏନେଇ କେସ୍‌ ନଂ. ୧୫୫/୨୦ରେ ଏକ ମାମଲା ରୁଜୁ ହୋଇଥିବା ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…

ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି,...

ନୂଆବର୍ଷ ପାଳନବେଳେ ବଡ଼ଧରଣର ବିସ୍ଫୋରଣ: ଅନେକ ମୃତ

ବର୍ନ,୧।୧: ସ୍ବିଜରଲାଣ୍ଡ ପ୍ରସିଦ୍ଧ ସହର କ୍ରାନ୍ସ-ମୋଣ୍ଟାନାରେ ନୂତନ ବର୍ଷ ପାଳନ ସମୟରେ ଏକ ବାରରେ ବିସ୍ଫୋରଣ  ଘଟିଛି। ଅନେକ ଲୋକ ପ୍ରାଣ ହରାଇଛନ୍ତି ଏବଂ ଅନେକ...

ବର୍ଷର ଶେଷ ଦିନରେ ଜମିଲା ଆମିଷ ବଜାର, ୭ କୋଟିର ଖାଇଦେଲେ ରାଜଧାନୀବାସୀ

ଭୁବନେଶ୍ୱର,୧।୧(ଅନୁରାଧା ମହାରଣା)- ବର୍ଷର ଶେଷ ଦିନରେ ଭୁବନେଶ୍ୱରରେ ଆମିଷ ବ୍ୟବସାୟ ଜମିଥିଲା। ପ୍ରାୟ ୭ କୋଟି ୩୦ ଲକ୍ଷ ଟଙ୍କାର ଆମିଷ କିଣିଛନ୍ତି ଗ୍ରାହକ। ଖାସି...

ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...

ନ୍ୟୁୟର୍କ ସିଟି ପାଇଲା ପ୍ରଥମ ମୁସଲିମ ମେୟର, କୋରାନ ଉପରେ ହାତ ରଖି ନେଲେ ଶପଥ

ନୂଆଦିଲ୍ଲୀ,୧।୧: ନୂଆବର୍ଷରେ ନ୍ୟୁୟର୍କକୁ ମିଳିଲା ନୂଆ ମେୟର ।  ଗୁରୁବାର ସକାଳେ ନ୍ୟୁୟର୍କ ସହରରେ ଜୋହରାନ୍ ମାମଦାନି ୧୧୨ତମ ମେୟର ଭାବରେ ଶପଥ ଗ୍ରହଣ କରିଥିଲେ।...

ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି

ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

Stock Market Today: ନୂଆବର୍ଷର ପ୍ରଥମ ଦିନରେ ଉପର ମୁହାଁ ଷ୍ଟକ ମାର୍କେଟ, ମାଲେମାଲ ନିବେଶକ

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନ, ଜାନୁଆରୀ ୧, ୨୦୨୬ ରେ ଭାରତୀୟ ଷ୍ଟକ୍ ବଜାର ଜୋରଦାର ଆରମ୍ଭ ହୋଇଛି । ସକାଳ ପ୍ରାୟ ୯ଟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri