ଜୁନାଗଡରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର

ଜୁନାଗଡ,୨୦।୮(ଡି.ଏନ.ଏ.)
କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର କଳାହାଣ୍ଡି ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଛି। ଜିଲାପାଳ ଡ.ଗାଭାଲି ପରାଗ ହର୍ଷଦ ଯୋଗଦେଇ ୧୫୩ ଜଣ ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଏହି ସମୟରେ ଉପସ୍ଥିତ ବିଭିନ୍ନ ବିଭାଗ ଅଧିକାରୀଙ୍କୁ ଅଭିଯୋଗକାରୀଙ୍କ ସମସ୍ୟାର ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସେହିପରି ଏହି କାର୍ଯ୍ୟକ୍ରମରେ ୩୩ଜଣଙ୍କୁ ଭତ୍ତା ପ୍ରଦାନ କରାଯାଇଥିବା ବେଳେ ଜଣଙ୍କ ହୁଇଲ ଚେୟାର ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମରେ ଜିଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ଜ୍ଞାନ ରଞ୍ଜନ ଭଞ୍ଜଦେଓ, ଅତିରିକ୍ତ ଜିଲା ଆରକ୍ଷୀ ଅଧୀକ୍ଷକ ମନୋଜ କୁମାର ମହନ୍ତ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ବନଳତା ଦାଶ, ଧର୍ମଗଡ ଉପଜିଲାପାଳ ପଦ୍ମନାଭ ବେହେରା, ଜୁନାଗଡ ବିଡିଓ ଦୁଳାରାମ ମାରାଣ୍ଡି, ଜୁନାଗଡ ବ୍ଲକ ଅଧ୍ୟକ୍ଷା ନୁର୍ଯ୍ୟ ମାଝି, ତହସିଲଦାର ଉପେନ୍ଦ୍ର ଲୁହା ପ୍ରମୁଖଙ୍କ ସହ ବିଭିନ୍ନ ବିଭାଗର ଅନେକ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୭୧ ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ବରିଷ୍ଠ ପଦକୁ ପଦୋନ୍ନତି: ଛୁଟୁଛି ଅଭିନନ୍ଦନର ସୁଅ

କେସିଙ୍ଗା, ୨୩।୯(ତୁମେଶ୍ୱର ସାହୁ): କେସିଙ୍ଗା ବ୍ଲକରେ ୭୧ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ବରିଷ୍ଠ ଶିକ୍ଷକ ପଦକୁ ପଦୋନ୍ନତି ମିଳିଛି। ଓଡ଼ିଶା ସରକାରଙ୍କ ପ୍ରାଥମିକ ଶିକ୍ଷା ବିଭାଗର…

ଘୂର୍ଣ୍ଣିିବାତ୍ୟାକୁ ନେଇ IMDର ବଡ଼ ଆଲର୍ଟ! ଆସନ୍ତା ୧୨ ଘଣ୍ଟା ଯାଏ…

ନୂଆଦିଲ୍ଲୀ,୨୪।୯: ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ଥିବା ଗଭୀର ଅବପାତ (Deep Depression) ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୩ କିଲୋମିଟର ବେଗରେ ଧୀରେ ଧୀରେ…

ତାୱାରେ ପିଟି ସ୍ତ୍ରୀଙ୍କୁ ହତ୍ୟା: ଦେଢ଼ବର୍ଷ ତଳେ କରିଥିଲେ ପ୍ରେମ ବିବାହ

ଭୁବନେଶ୍ୱର,୨୪।୯ (ପ୍ରସନଜିତ୍‌ ସାହୁ):ରାଜଧାନୀ ଭୁବନେଶ୍ବରରେ ବୁଧବାର ସାରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ନୟାପଲ୍ଲୀ ଗଡ଼ସାହିରେ ତାୱାରେ ପିଟି ଜଣେ ଯୁବକ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ମୃତାଙ୍କ…

ସ୍ଥଳଭାଗ ଅତିକ୍ରମ କଲା ଗଭୀର ଅବପାତ: ତୁହାକୁ ତୁହା ବର୍ଷା, ୪ ଜିଲାରେ ରେଡ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୪।୯: ପଶ୍ଚିମ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ କଳିଙ୍ଗପଟ୍ଟନମ ନିକଟରେ ରାତି ପ୍ରାୟ ସାଢ଼େ ୧୧ଟାରେ ସ୍ଥଳଭାଗ ଅତିକ୍ରମ କରିଛି। ଏହି…

ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ…

କିଛି ଘଣ୍ଟାରେ ସ୍ଥଳଭାଗ ଛୁଇଁବ ଗଭୀର ଅବପାତ; ଏହି ସ୍ଥାନରେ ହେବ ଲ୍ୟାଣ୍ଡଫଲ୍! ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ବର,୨୩ା୯: ସ୍ଥଳଭାଗ ଆଡକୁ ମାଡ଼ିଆସୁଛି ଗଭୀର ଅବପାତ । ଗତ ୬ ଘଣ୍ଟା ଧରି ୭କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି । ଏପଟେ ବର୍ଷାର ପରିମାଣ…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?