ଜୁନାଗଡ ଅବକାରୀ ବିଭାଗର ଚଢ଼ାଉ: ୪୧ ଲିଟର ଚୋରାମଦ ଜବତ, ୩ କୋର୍ଟ ଚାଲାଣ

ଜୁନାଗଡ,୧୫।୮(ଡି.ଏନ.ଏ.)  ଜିଲା ଅବକାରୀ ଅଧୀକ୍ଷକ ବିଶ୍ୱନାଥ ଶତପଥୀଙ୍କ ନିର୍ଦ୍ଦେଶକ୍ରମେ ଜୁନାଗଡ ଅବକାରୀ ବିଭାଗ ଓ ଜିଲା ଭ୍ରାମ୍ୟମାଣ କର୍ମଚାରୀଙ୍କ ମିଳିତି ଉଦ୍ୟମରେ ବୁଧବାର ଜୁନାଗଡ ବ୍ଲକର ଚାରମହୁଲ ଓ ଏକନାଗୁଡା ଗ୍ରାମରେ ଅତର୍କିତ ଚଢାଉ କରାଯାଇଥିଲା। ଏହି ସମୟରେ ଚାରମହୁଲ ଗ୍ରାମର କାର୍ତ୍ତିକ ନାଏକ,ଏକନାଗୁଡା ଗ୍ରାମର ଜଗତରାମ ଶବର, ପାର୍ଥ ଶବର ପ୍ରମୁଖଙ୍କଠାରୁ ୪୧ ଲିଟର ଚୋରା ମଦ ଜବତ କରାଯାଇଥିଲା। ପରେ ସମ୍ପୃକ୍ତ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଜୁନାଗଡ ଅବକାରୀ ଉପନିରୀକ୍ଷକ (ଏସ୍‌ଆଇ) ଦିଲୀପ କୁମାର ରଥଙ୍କ ନେତୃତ୍ୱରେ ହୋଇଥିବା ଏହି ଚଢାଉରେ ଏଏସ୍‌ଆଇ ବସନ୍ତ ବିଶି, କନଷ୍ଟେବଲ ପ୍ରତୀମା ଗହୀର, ବାଲେଶ୍ୱର ଧଙ୍ଗଡାମାଝି, ମହାଦେବ ମାଝି, ପ୍ରଦ୍ୟୁମ୍ନ ନାଏକ ପ୍ରମୁଖ ସାମିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri