Posted inଖେଳ

ଜୁନିୟର ଶୁଟିଂ ବିଶ୍ୱକପ୍‌: ବିଜୟବୀରଙ୍କୁ ତୃତୀୟ ସ୍ବର୍ଣ୍ଣ

ନୂଆଦିଲ୍ଲୀ, ୧୭ା୭ (ପି.ଟି.)-ଜର୍ମାନୀର ସୁଲ୍‌ଠାରେ ଚାଲିଥିବା ଆଇଏସ୍‌ଏସ୍‌ଏଫ୍‌ ଜୁନିୟର ଶୁଟିଂ ବିଶ୍ୱକପ୍‌ରେ ବିଜୟବୀର ସିଦ୍ଧୁ ତାଙ୍କର ତୃତୀୟ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ସେ ଏବଂ ରାଜକନଓ୍ବର ସିଂ ସାନ୍ଧୁ ଓ ଆଦର୍ଶ ସିଂଙ୍କୁ ନେଇ ଭାରତୀୟ ଦଳ ୨୫ ମିଟର ପୁରୁଷ ଇଭେଣ୍ଟ ଜିତିଛନ୍ତି। ପ୍ରତିଯୋଗିତାରେ ଆଦର୍ଶଙ୍କ ପାଇଁ ଏହା ହେଉଛି ଦ୍ୱିତୀୟ ସ୍ବର୍ଣ୍ଣ। ମଙ୍ଗଳବାର ଥିଲା ପ୍ରତିଯୋଗିତାର ତୃତୀୟ ଦିବସ। ଭାରତ ଏପର୍ଯ୍ୟନ୍ତ ୭ ସ୍ବର୍ଣ୍ଣ ସହ ମୋଟ ୧୬ ପଦକ ସହ ଟେବୁଲର ଶୀର୍ଷରେ ରହିଛି। ମଙ୍ଗଳବାର ଭାରତ ଏହାର ଦ୍ୱିତୀୟ ପଦକ ୧୦ ମିଟର ଏୟାର ରାଇଫଲ ଇଭେଣ୍ଟରେ ପାଇଥିଲା। ହୃଦୟ ହଜାରିକା, ୟାଶ ବର୍ଦ୍ଧନ ଏବଂ ପାର୍ଥ ମାଖିଜାଙ୍କୁ ନେଇ ଭାରତୀୟ ଟିମ୍‌ ମୋଟ ୧୮୭୭.୪ ପଏଣ୍ଟ ସ୍କୋର କରି ରୌପ୍ୟ ଜିତିଥିଲା। ସ୍ବର୍ଣ୍ଣ ଜିତିଥିବା ଚାଇନିଜ ଟିମ୍‌ଠାରୁ ମାତ୍ର 0.୪ପଏଣ୍ଟ ପଛରେ ରହିଥିଲା। ଏହି ପ୍ରକ୍ରିୟାରେ ଚାଇନା ଜୁନିୟର ବିଶ୍ୱରେକର୍ଡ ସମକକ୍ଷ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ବିଚ୍‌ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…

ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍‌…

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍‌ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…

୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯିବା ଘଟଣା: ତଦନ୍ତ ଆରମ୍ଭ କଲା ଯୋଗାଣ ବିଭାଗ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନକିଣାରେ ଫଲ୍ସ ଏଣ୍ଟ୍ରି ଜଣାପଡ଼ିଛି। ୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯାଇଥିବା ଘଟଣା ଜଣାପଡ଼ିବା ପରେ ବରଗଡ଼ ଜିଲା…

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଅନନ୍ତପୁର ଜିଲାର ମରୁଡ଼ିପ୍ରବଣ ଅଞ୍ଚଳରେ ଭାରତୀୟ ବନ ସେବା ଅଧିକାରୀ(ଆଇଏଫ୍‌ଏସ୍‌) ବିନିତ କୁମାର ଓ ତାଙ୍କ ସ୍ତ୍ରୀ ତଥା ବନ୍ୟପ୍ରାଣୀ ସଂରକ୍ଷକ ରୂପା ଯାଦବ ଜଳାଶୟ…

ଶବ୍ଦଘାତକର ଯୁଗଯନ୍ତ୍ରଣା

ଡାକବାଜି,, ଡିଜେ, ବାଣ ଆଦି ଶବ୍ଦ ପ୍ରଦୂଷଣ ସୃଷ୍ଟିକାରୀ ଉପାଦାନ ଏବେ କେବଳ ଆଉ ପାର୍ବଣ ପାଳନ ମଧ୍ୟରେ ସୀମିତ ରହିନାହିଁ। ସହର ବଜାରରୁ ଆରମ୍ଭ କରି…

ପ୍ଲାଷ୍ଟିକମୟ ପୃଥିବୀ

ପୃଥିବୀ ସମ ଏକ ସୁନ୍ଦର ଗ୍ରହ ନାହିଁ କହିଲେ ଅତ୍ୟୁକ୍ତି ହେବନାହିଁ, ଯେଉଁଠାରେ ଆମେ ଜନ୍ମ ଗ୍ରହଣ କରି ନିଜକୁ ଭାଗ୍ୟବାନ ମନେକରୁ। କାରଣ ପୃଥିବୀ ଆମକୁ…

ବିଦ୍ରୋହୀ ରାଜା

୧୯୮୯ରେ ଆମେରିକାରେ ଗ୍ରୀଷ୍ମଋତୁ (ଜୁନ-ଅଗଷ୍ଟ)ରେ ଫ୍ରାନ୍ସିସ ଫୁକୁୟାମା ‘ଇତିହାସର ଶେଷ’ ସିଦ୍ଧାନ୍ତ ଉପସ୍ଥାପନ କରିଥିଲେ। ତାଙ୍କ ଦୃଷ୍ଟିକୋଣରେ ଉଦାରବାଦୀ ଗଣତାନ୍ତ୍ରିକ ପୁଞ୍ଜିବାଦ ବା ପାଶ୍ଚାତ୍ୟ ଉଦାରବାଦ ଗଣତନ୍ତ୍ର…

ବିରୋଧୀ ଯେଉଁ ଅପଚେଷ୍ଟା କରୁଛନ୍ତି ସେଥିରେ ବିଫଳ ହେବେ: ମନମୋହନ

ଭୁବନେଶ୍ୱର,୨୦।୨ (ସୁନିତ୍‌ ମିଶ୍ର): ଧାନର ଅଭାବୀ ବିକ୍ରି ନ ହେବା ଏବଂ ଚାଷୀ ତା’ର ଉଚିତ ମୂଲ୍ୟ ପାଇବା ପାଇଁ ଭାଜପା ସବୁବେଳେ ପ୍ରୟାସ କରୁଛି। ଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri