Posted inଜାତୀୟ

ଜୁନ୍‌ରେ ପ୍ରଧାନମନ୍ତ୍ରୀଙ୍କ ପାଇଁ ଆସିବ ନୂଆ ବିମାନ

ନୂଆଦିଲ୍ଲୀ,୧୦ା୧୦: ପ୍ରଧାନମନ୍ତ୍ରୀଙ୍କ ପାଇଁ ଦୁଇଟି ନୂଆ ସ୍ବତନ୍ତ୍ର ବିମାନ ଆସନ୍ତାବର୍ଷ ଜୁନ୍‌ରେ ଭାରତ ଆସିବ। ଏହି ବିମାନ ଏୟାର ଇଣ୍ଡିଆ ବଦଳରେ ଇଣ୍ଡିଆନ ଏୟାରଫୋର୍ସ ଅଧୀନରେ ରହିବ ବୋଲି ସାଉଥ୍‌ ବ୍ଲକ୍‌ର ଦୁଇଜଣ ଅଧିକାରୀ ସୂଚନା ଦେଇଛନ୍ତି। ବୋଇଂର ଡଲାସ୍‌ କାରଖାନାରେ ଉକ୍ତ ବୋଇଂ ୭୭୭-୩୦୦ଇଆର୍‌ ବିମାନ ନିର୍ମାଣ କରାଯାଉଛି। ଏଥିରେ ମିସାଇଲ୍‌ ଡିଫେନ୍ସ ସିଷ୍ଟମ୍‌ ରହିବ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବ୍ୟବହାର କରୁଥିବା ବୋଇଂ ୭୪୭-୨୦୦ବି ଭଳି ଏହା ସୁରକ୍ଷିତ ହେବ। ଏଥିରେ ଭାରତର ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତି ମଧ୍ୟ ଯାତ୍ରା କରିପାରିବେ। ବୋଇଂ ୭୭୭ ଦେଶର ପ୍ରଥମ ବିମାନ ଯେଉଁଥିରେ ସ୍ବତନ୍ତ୍ର ସୁରକ୍ଷା ସୁଟ୍‌ ରହିବ, ଯାହା ଶତ୍ରୁପକ୍ଷର ରାଡାର ଫ୍ରିକ୍ୱେନ୍ସିକୁ ଜାମ୍‌ କରିଦେବା ସହ ମିସାଇଲ୍‌ର ଦିଗ ବଦଳାଇଦେଇପାରିବ ଓ ଅତ୍ୟାଧୁନିକ ମଧ୍ୟମ ରେଞ୍ଜ୍‌ର ମିସାଇଲ୍‌ ସିଷ୍ଟମକୁ ରୋକିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ରାତ୍ରୀଭୋଜନରେ ଟ୍ରମ୍ପଙ୍କ ମନ୍ତବ୍ୟ ଶୁଣି ସମସ୍ତେ ଆଶ୍ଚର୍ଯ୍ୟ, କହିଲେ ତୃତୀୟ ଥର ରାଷ୍ଟ୍ରପତି…

ଓ୍ବାଶିଂଟନ,୨୫।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ୱାଇଟ୍ ହାଉସ୍ କରେସପଣ୍ଡେଣ୍ଟସ୍ ଆସୋସିଏସନ୍ ରାତ୍ରୀଭୋଜନରେ ସମ୍ଭାବ୍ୟ ତୃତୀୟ ରାଷ୍ଟ୍ରପତିଙ୍କ କାର୍ଯ୍ୟକାଳ ବିଷୟରେ ମନ୍ତବ୍ୟ ଦେଇଥିଲେ । ଯାହାକି ସମସ୍ତଙ୍କୁ…

ମୃତ୍ୟୁମୁଖରୁ ଯୁବତୀଙ୍କୁ ବଞ୍ଚାଇଥିଲେ ସାହସୀ ଯୁବକ ବଳରାମ, ଏବେ ମିଳିଲା…

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଥିବା ଏକ ଅଭାବନୀୟ ଘଟଣା ମଧ୍ୟରେ ମାନବିକତା, ସାହସ ଓ କର୍ତ୍ତବ୍ୟନିଷ୍ଠାର ଏକ ଉଜ୍ଜ୍ୱଳ ଦୃଷ୍ଟାନ୍ତ ଉଦାହରଣ…

CJP ର ବଡ଼ ଘୋଷଣା, ଜୁଲାଇ ୨୬ରେ ପୁଣି ଦେଶରେ ହେବ ବଡ଼ ଆନ୍ଦୋଳନ, ଦିଲ୍ଲୀରେ ଚହଳ!

ନୂଆଦିଲ୍ଲୀ,୨୫।୭: କକରୋଚ୍ ଜନତା ପାର୍ଟି (CJP) ରବିବାର, ୨୬ ଜୁଲାଇ ୨୦୨୬ରେ ସାରା ଦେଶରେ କ୍ୟାଣ୍ଡେଲ ମାର୍ଚ୍ଚ ବାହାର କରିବା ପାଇଁ ଆହ୍ୱାନ ଦେଇଛି। ପାର୍ଟିର ସୂଚନା…

ପୁଣି ଭିଡିଓ ଜାରି କଲେ ସୋନମ ଓ଼୍ବାଙ୍ଗଚୁକ୍‌, ଆନ୍ଦୋଳନକୁ ନେଇ କଲେ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୫।୭: ଦେଶ-ବିଦେଶରେ ପ୍ରସିଦ୍ଧ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ଏକ ନୂଆ ଭିଡିଓ ଜାରି କରିଛନ୍ତି। ୨୬ ଦିନର ଆମରଣ ଅନଶନ ଭାଙ୍ଗିବା ପରେ ଉଠିଥିବା ପ୍ରଶ୍ନଗୁଡ଼ିକୁ…

ଅନାସ୍ଥା ଆସିବା ପରେ ମୁହଁ ଖୋଲିଲେ ଚାମେଲି, କହିଲେ ମୋ’ ବିରୋଧରେ…

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ୨୨ରୁ ୨୧ ଜଣ ଓ୍ବାର୍ଡ ସଭ୍ୟା/ସଭ୍ୟ ଅନାସ୍ଥା ଆଣିଛନ୍ତି।…

ମୋଦି ସରକାରଙ୍କୁ ପୁଣି ଟାର୍ଗେଟ୍‌ କଲେ ରାହୁଲ: କହିଲେ, ୩ ଦାବି ପୂରଣ କର

ନୂଆଦିଲ୍ଲୀ,୨୫।୭: କଂଗ୍ରେସ ଏମ୍‌ପି ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର ଏକ ସାମ୍ବାଦିକ ସମ୍ମିଳନୀରେ NEET ପେପର ଲିକ ଏବଂ ପରୀକ୍ଷା…

ରୋହିତ ଶର୍ମାଙ୍କୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଜସ ବଟଲର୍‌

ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଶେଷ ହେବା ପରେ, ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଉତ୍କୃଷ୍ଟ ଖେଳ ମନୋଭାବ ଦେଖିବାକୁ ମିଳିଥିଲା। ଇଂଲଣ୍ଡର…

ମୋଦିଙ୍କ ସହ ମନ୍ତ୍ରୀଙ୍କ ନକଲି AI ଭିଡିଓ ଭାଇରାଲ; ପାକିସ୍ତାନୀ ହ୍ୟାଣ୍ଡେଲରଙ୍କ ଉପରେ ଷଡ଼ଯନ୍ତ୍ରର ଅଭିଯୋଗ

ନୂଆଦିଲ୍ଲୀ,୨୫।୭: ପ୍ରେସ ଇନଫର୍ମେସନ ବ୍ୟୁରୋ (PIB) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲଙ୍କ ନକଲି, AI-ଜେନେରେଟେଡ ଭିଡିଓଗୁଡ଼ିକର ପର୍ଦ୍ଦାଫାସ କରିଛି। PIBର ଫ୍ୟାକ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri