Posted inଖେଳ

ଜୁନ୍‌ରେ ଫିଫା ୨୦୨୩ ମହିଳା ବିଶ୍ୱକପ୍‌ ଆୟୋଜକ ବାଛିବ

ଜୁରିକ, ୧୬।୫ (ଏପି): ଆସନ୍ତା ମାସରେ ବିଶ୍ୱ ଫୁଟବଲର ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା ଫିଫା ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛି। ଜୁନ୍‌ ୨୫ରେ ଫିଫା ୨୦୨୩ ମହିଳା ବିଶ୍ୱକପ୍‌ର ଆୟୋଜକ ଚୟନ କରିବ। ଏହି ବିଶ୍ୱକପ୍‌ ଆୟୋଜନ ଅଧିକାର ଦୌଡ଼ରେ ଏକାଧିକ ଦେଶ ସାମିଲ ରହିଛନ୍ତି। ବ୍ରାଜିଲ, ଜାପାନ, କଲମ୍ବିଆ ଓ ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲାଣ୍ଡ ମିଳିତ ଭାବେ ଏ ନେଇ ବିଡ୍‌ ଦାଖଲ କରିଛନ୍ତି। ଫିଫା କାଉନସିଲର ୩୭ ଜଣ ସଦସ୍ୟ ଏକ ମତଦାନ ମାଧ୍ୟମରେ ଆୟୋଜକ ବାଛିବେ। ମତଦାନର ଫଳାଫଳ ଓ ପ୍ରତ୍ୟେକ ଭୋଟରଙ୍କ ପସନ୍ଦକୁ ସାର୍ବଜନୀନ କରାଯିବ।
କରୋନା ଭାଇରସ ସଂକ୍ରମଣ କାରଣରୁ ଅନ୍ତର୍ଜାତୀୟ ଯାତ୍ରା କଟକଣା ଲାଗୁ ହେବାପୂର୍ବରୁ ଗତ ଜାନୁୟାରୀ ଓ ଫେବୃୟାରୀରେ ଫିଫା ପର୍ଯ୍ୟବେକ୍ଷକ ଦଳ ବିଡ୍‌ ଦାଖଲ କରିଥିବା ୪ଟି ପ୍ରାର୍ଥୀ ବା ଦେଶଗୁଡିକ ଭ୍ରମଣ କରିଥିଲେ। ସଂକ୍ରାନ୍ତରେ ଫିଫାର ମୂଲ୍ୟାଙ୍କନ ରିପୋର୍ଟ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଉଲ୍ଲେଖଥାଉ କି, ୨୦୨୩ ବିଶ୍ୱକପ୍‌ରେ ପ୍ରଥମଥର ପାଇଁ ୩୨ଟି ଦଳ ଅଂଶଗ୍ରହଣ କରିବେ। ୨୦୧୯ ସଂସ୍କରଣରେ ୨୪ଟି ଦଳ ଅଂଶଗ୍ରହଣ କରିଥିଲେ। ଫ୍ରାନ୍ସରେ ଅନୁଷ୍ଠିତ ଏହି ବିଶ୍ୱକପ୍‌ରେ ଆମେରିକା ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri