Posted inଜାତୀୟ

ଜୁନ୍‌ ପହିଲାରୁ ପୂର୍ବଭଳି କାର୍ଯ୍ୟ କରିବ ସମସ୍ତ ସରକାରୀ କାର୍ଯ୍ୟାଳୟ

ଡେରାଡୁନ,୨୯।୫: ଦେଶରେ କରୋନା ମହାମାରୀ ପାଇଁ ଚାଲିଥିବା ଲକ୍‌ଡାଉନ ୪.୦ର ଅବଧି ମେ’ ୩୧ରେ ଶେଷ ହେଉଛି। ଏହି ଅବଧି ଆଗକୁ ବଢିବ କି ନାହିଁ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନ ଥିବା ବେଳେ ଉତ୍ତରାଖଣ୍ଡରେ ଜୁନ୍‌ ପହିଲାରୁ ସମସ୍ତ ସରକାରୀ କାର୍ଯ୍ୟାଳୟ ସକାଳ ୧୦ଟାରୁ ୫ଟା ପର୍ଯ୍ୟନ୍ତ ବିଧିବଦ୍ଧ ଭାବେ ଚାଲିବ ବୋଲି କୁହାଯାଇଛି। ସେହିଭଳି ସଚିବାଳୟର ସମୟ ସକାଳ ୯ଟା ୩୦ରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବାକୁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାଯୋଗ୍ୟ, ଗତ ପ୍ରାୟ ୨ ମାସ ହେବ କରୋନା ସଂକ୍ରମଣକୁ ନେଇ ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ଏକ ପ୍ରକାର ବନ୍ଦ ଥିବା ବେଳେ ମାତ୍ର ୩୦ ପ୍ରତିଶତ କର୍ମଚାରୀଙ୍କୁ ନେଇ କାମ କରାଯାଉଥିଲା। ଏବେ ଦେଶରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢି ଚାଲିଥିବା ବେଳେ ଉତ୍ତରାଖଣ୍ଡରେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ୫ଶହ ଅତିକ୍ରମ କରି ସାରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରି ଦେବିଙ୍କ ସହ ଚକି ପେଷୁଛନ୍ତି ରାଜଶ୍ରୀ

ପାଟନା,୨୮।୪: ବିହାରରେ ଦୁଇଟି ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଦଳ ଏବଂ ବିରୋଧୀ ଦଳର ନେତାମାନେ ନିର୍ବାଚନ ବୈଠକ କରି ସେମାନଙ୍କ ସପକ୍ଷରେ ସର୍ବସାଧାରଣ ଭୋଟ...

ଭାଜପା କେବେବି ମଜଭୁତ ଭାରତ ଗଢି ପାରିବ ନାହିଁ, ସତରେ କ’ଣ ମୋଦି କହିଛନ୍ତି ଏମିତି? ଜାଣନ୍ତୁ ଭାଇରାଲ…

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନର ୨୦୨୪ର ଅବଶିଷ୍ଟ ପାଞ୍ଚଟି ପର୍ଯ୍ୟାୟ ପାଇଁ ନିର୍ବାଚନ ପ୍ରଚାର ଜୋରସୋରରେ ଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ ଭାଜପା...

ଡରୁଛନ୍ତି ରାହୁଲ-ପ୍ରିୟଙ୍କା: ଅର୍ଜୁନ ରାମ ମେଘଓ୍ବାଲ

ନୂଆଦିଲ୍ଲୀ,୨୮।୪: ବିକାନେର ଲୋକ ସଭା ନିର୍ବାଚନମଣ୍ଡଳୀରୁ କେନ୍ଦ୍ର ମନ୍ତ୍ରୀ ତଥା ଭାଜପା ପ୍ରାର୍ଥୀ ଅର୍ଜୁନ ରାମ ମେଘୱାଲ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା...

ମୋଦି ହାରୁଛନ୍ତି, ଇଣ୍ଡିଆ ମେଣ୍ଟ ୩୦୦ ପାର କରିବ, ଦୁଇ ପର୍ଯ୍ୟାୟର ଭୋଟିଂ ପରେ…

ନୂଆଦିଲ୍ଲୀ,୨୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିବୃତ୍ତିକୁ ନେଇ ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ନ୍ୟୁଜ ଏଜେନ୍ସି ଏଏନଆଇ ସହିତ...

ହଜାର ହଜାର ମହିଳାଙ୍କ ସହ ଯୌନ ଅପରାଧ, ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତିଙ୍କ ନାମ ଆସିଲା ସାମ୍ନାକୁ

ବେଙ୍ଗାଲୁରୁ,୨୮।୪: କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଶନିବାର ହାସନ ଜିଲା ସହ ଜଡିତ ଯୌନ ଦୁର୍ନୀତିର ଯାଞ୍ଚ ପାଇଁ ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (ଏସଆଇଟି) ଗଠନ...

ସଫେଇ ଦେଲା ଏମଡିଏଚ

ନୂଆଦିଲ୍ଲୀ,୨୮।୪: ମସଲାରେ କ୍ୟାନସର ଭଳି ମାରାତ୍ମକ ରୋଗ ସୃଷ୍ଟି କାରୀ କୀଟନାଶକ ଔଷଧ ମିଳିବା ଖବର ଜଣାପଡିବା ପରେ ବିବାଦ ଦେଖାଦେଇଛି। ଚାଲିଥିବା ବିବାଦ ମଧ୍ୟରେ...

କଂଗ୍ରେସକୁ ଝଟ୍‌କା, ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଅରବିନ୍ଦର ସିଂ

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଟିକେଟ ବଣ୍ଟନ ନେଇ ଦିଲ୍ଲୀ କଂଗ୍ରେସରେ ଖୋଲାଖୋଲି ଭାବେ ଅସନ୍ତୋଷ ପ୍ରକାଶ ପାଇଛି। ସଦ୍ୟତମ ମାମଲାରେ ଦିଲ୍ଲୀ କଂଗ୍ରେସ...

ଫସିଗଲେ ଅଭିନେତା ସାହିଲ

ମୁମ୍ବାଇ,୨୮।୪: ମହାଦେବ ଅନଲାଇନ ବେଟିଂ ଆପ ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମୁମ୍ବାଇ ପୋଲିସ ବର୍ତ୍ତମାନ ଠକେଇ ଏବଂ ଜୁଆର ବିଭିନ୍ନ ବିଭାଗରେ ଆପର ପ୍ରମୋଟରଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri