ଜୁନ୍‌ ୩୦ ଯାଏ ମଲ୍‌, ଧର୍ମାନୁଷ୍ଠାନ ବନ୍ଦ

ଭୁବନେଶ୍ୱର,୧।୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜୁନ୍‌ ୩୦ ଯାଏ ସପିଂ ମଲ୍‌ ଓ ସମସ୍ତ ଧାର୍ମିକ ଅନୁଷ୍ଠାନ ରହିବା ନେଇ ଘୋଷଣା କରିଛନ୍ତି। ଏହି ସମୟରେ ସିନେମା ହଲ, ଜିମ୍‌ ଓ ସୁଇମିଂ ପୁଲ ମଧ୍ୟ ଖୋଲିବ ନାହିଁ।
ସେହିପରି ୩୦ ପ୍ରତିଶତ କ୍ଷମତା ନେଇ ହୋଟେଲ ଖୋଲାଯାଇପାରିବ। ଏହି ସମୟରେ କୌଣସି ପ୍ରକାରର ସଭା, ସମିତି କରିହେବ ନାହିଁ। ଅନ୍‌ଲକ୍‌-୧ ଗାଇଡ୍‌ଲାଇନ୍‌ ନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ସରକାରଙ୍କ ବଡ଼ ଘୋଷଣା: ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା

ଭୁବନେଶ୍ୱର,୧୦।୪: ଏଣିକି ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା। ପ୍ରଧାନମନ୍ତ୍ରୀ ରାହତ୍‌ ଯୋଜନା ମାଧ୍ୟମରେ ମାଗଣା ଚିକିତ୍ସା ମିଳିବ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲା SP,…

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଇରାନର ବଡ଼ ନିଷ୍ପତ୍ତି: ରଖିଲା ଏମିତି ସର୍ତ୍ତ, ବିଶ୍ୱ ବଜାରରେ ହଇଚଇ

ଓ୍ବାଶିଂଟନ୍‌,୧୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ ବିଶ୍ୱ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ ତେଲ ଏବଂ ଗ୍ୟାସ…

ବଢିଲା ଆମେରିକାର ଟେନ୍‌ସନ: ଯୁଦ୍ଧ ମଧ୍ୟରେ ଜିନପିଙ୍ଗଙ୍କ ଆଗରେ ମୁଣ୍ଡ ନୁଆଁଇବେ ଟ୍ରମ୍ପ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୧୦।୪: ଇରାନ ସହିତ ଯୁଦ୍ଧ କେବଳ ଗୋଳାବାରୁଦ ଏବଂ କ୍ଷେପଣାସ୍ତ୍ର ନଷ୍ଟ କରିନଥିଲା, ବରଂ ଏକ ଦୁର୍ବଳତାକୁ ମଧ୍ୟ ପ୍ରକାଶ କରିଥିଲା ଯାହାକୁ ଆମେରିକା ଆଉ ଅଣଦେଖା…

କ୍ଷତିଗ୍ରସ୍ତ ଚାଷୀଙ୍କୁ ଠିକ୍‌ଭାବେ ପ୍ରଦାନ କରାଯାଉନାହିଁ ବୀମାରାଶି, ଜିଲାରେ ପୁଣି…

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇପଡ଼ିଛି। ବିଭିନ୍ନ ସମୟରେ ଚାଷୀମାନେ ଫସଲକ୍ଷତିର ସମ୍ମୁଖୀନ ହେଉଛନ୍ତି, ଅଥଚ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଠିକ୍‌ଭାବେ ବୀମାରାଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri