Posted inଖେଳ

ଜୁନ୍‌ ୭ ପର୍ଯ୍ୟନ୍ତ ଡବ୍ଲ୍ୟୁଟିଏ, ଏଟିପି ସିଜନ ବନ୍ଦ

ଓ୍ବାଶିଂଟନ, ୧୯।୩ (ଏପି)- କରୋନା ଭାଇରସ୍‌ର ଆତଙ୍କକୁ ନଜରରେ ରଖି ସମସ୍ତ ପୁରୁଷ ଓ ମହିଳା ପ୍ରଫେଶନାଲ ଟେନିସ ଟୁର୍ନାମେଣ୍ଟକୁ ଜୁନ୍‌ ୭ ପର୍ଯ୍ୟନ୍ତ ବାତିଲ କରାଯାଇଛି। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ପ୍ରତିଯୋଗିତା ଆୟୋଜନ ହୋଇପାରିବ ନାହିଁ ବୋଲି ଆସୋସିଏଶନ ଅଫ୍‌ ଟେନିସ ପ୍ରଫେଶନାଲ (ଏଟିପି) ଓ ମହିଳା ଟେନିସ ଆାସୋସିଏଶନ (ଡବ୍ଲ୍ୟୁଟିଏ) ପକ୍ଷରୁ କୁହାଯାଇଛି। ଏହା ଫଳରେ ମାଡ୍ରିଡ୍‌ ଓ ରୋମରେ ହେବାକୁ ଥିବା ମିଳିତ ପୁରୁଷ ଓ ମହିଳା ପ୍ରତିଯୋଗିତା ସମେତ ଷ୍ଟ୍ରସବର୍ଗ,ଫ୍ରାନ୍ସ ମର୍‌କୋକଭଳି ଡବ୍ଲ୍ୟୁଟିଏ ଟୁର୍ନାମେଣ୍ଟ ଏବଂ ମ୍ୟୁନିକ, ଏଷ୍ଟୋରିଲ, ପର୍ତ୍ତୁଗାଲ, ଜେନେଭା, ଫ୍ରାନ୍ସରେ ହେବାକୁ ଥିବା ଏଟିପି ପ୍ରତିଯୋଗିତା ପ୍ରଭାବିତ ହେବ। ଏଥିପୂର୍ବରୁ ଫ୍ରେଞ୍ଚ୍‌ ଓପନ୍‌କୁ ମଧ୍ୟ ମେ’ରୁ ସେପ୍ଟେମ୍ବରକୁ ଘୁଞ୍ଚାଇ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଟି-୨୦ ବିଶ୍ୱକପ୍‌ରୁ ଅଷ୍ଟ୍ରେଲିଆ ଆଉଟ୍: ବର୍ଷା ସାଜିଲା ବାଧକ, ସୁପର-୮ରେ ଜିମ୍ବାୱେ

ନୂଆଦିଲ୍ଲୀ,୧୭।୨: ଟି-୨୦ ବିଶ୍ୱକପ୍‌ରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପାଲେକେଲେରେ ଜିମ୍ବାୱେ ଏବଂ ଆୟରଲାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri