Posted inଖେଳ

ଜୁଭେଣ୍ଟସ ଫେରିଲେ କିମ୍ବଦନ୍ତୀ ବଫନ

ରୋମ,୫।୭- ପୂର୍ବତନ ଇଟାଲିଆନ ଗୋଲକିପର ଗିଆନଲୁଇଗି ବଫନ ପ୍ୟାରିସ ସେଣ୍ଟ ଜର୍ମେନ (ପିଏସ୍‌ଜି) ସହ ଏକ ବର୍ଷୀୟା ଚୁକ୍ତି ଶେଷ କରିବା ପରେ ଜୁଭେଣ୍ଟସ କ୍ଲବକୁ ଫେରିଛନ୍ତି। ଏ ନେଇ କ୍ଲବ ପକ୍ଷରୁ ସୂଚନା ଦିଆଯାଇଛି। ୪୧ ବର୍ଷୀୟ ଗୋଲକିପର ପୂର୍ବରୁ ୧୭ ସିଜନରେ କ୍ଲବ ପାଇଁ ଖେଳିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଦଳ ୯ ଥର ସିରିଜ ଏ’ ଟାଇଟଲ ହାତେଇବା ସହ ୩ ଥର ଚାମ୍ପିୟନ୍ସ ଲିଗ୍‌ ଫାଇନାଲ ଖେଳିଥିଲା। ଗତ ବର୍ଷ ମେ’ରେ ବଫନ ଜୁଭେଣ୍ଟସ କ୍ଲବରୁ ଭାବବିହ୍ବଳ ବିଦାୟ ନେଇଥିଲେ। ସେ କେବଳ ଜଣେ ଅଧିନାୟକ ନ ଥିଲେ ଦଳର କିମ୍ବଦନ୍ତୀ ଓ ପରିଚୟ ଥିଲେ। ୨୦୦୬ ବିଶ୍ୱକପ୍‌ ଜିତିଥିବା ଇଟାଲି ଦଳର ସଦସ୍ୟଙ୍କ ନିକଟରେ ଫୁଟ୍‌ବଲ ଇତିହାସ ପ୍ରାୟ ସମସ୍ତ ସମ୍ମାନଜନକ ଟ୍ରଫି ରହିଛି। କିନ୍ତୁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ସେ ହାତେଇ ପାରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

ଟି -୨୦ ବିଶ୍ୱକପ ଚୟନ ଖବରକୁ ଖଣ୍ଡନ ରୋହିତ ଶର୍ମା, ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୮।୪: ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା ମିଡିଆ ରିପୋର୍ଟକୁ ଅସ୍ବୀକାର କରିଛନ୍ତି। ଯେଉଁଥିରେ ଦାବି କରାଯାଉଥିଲା ଯେ, ଟି -୨୦ ବିଶ୍ୱକପ ଚୟନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri