ନୂଆଦିଲ୍ଲୀ,୧୩-୮: ଜୁଲାଇରେ ଆଧାର ଆଧାରିତ ପେମେଣ୍ଟ ପ୍ରଣାଳିରେ ନେଣଦେଣ ୨୨ କୋଟି ଟପିଛିି। ନ୍ୟାଶନାଲ ପେମେଣ୍ଟ କର୍ପୋରେଶନ ଅଫ୍ ଇଣ୍ଡିଆ(ଏନ୍ପିସିଆଇ) ସୋମବାର କହିଛି ଯେ, ଆଧାର ଆଧାରିତ ପେମେଣ୍ଟ ବ୍ୟବସ୍ଥା ଦେଶରେ ଆର୍ଥିକ ଏକୀକରଣ କାର୍ଯ୍ୟକ୍ରମକୁ ଆଗେଇ ନେବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ଚଳିତବର୍ଷ ଜୁଲାଇରେ ଆଧାର ଆଧାରିତ ପେମେଣ୍ଟ ବ୍ୟବସ୍ଥାରେ ୯,୬୮୫.୩୫ କୋଟି ଟଙ୍କାର ୨୨.୦୧ କୋଟି ନେଣଦେଣ ହୋଇଛି। ଗତବର୍ଷର ଏହି ଅବଧିରେ ୮୮୬୭.୩୩ କୋଟି ଟଙ୍କାର ୧୯.୪୩ କୋଟି ନେଣଦେଣ ହୋଇଥିଲା। ସୂଚନାଥାଉ କି, ଆଧାର ଆଧାରିତ ପେମେଣ୍ଟ ବ୍ୟବସ୍ଥାରେ ବ୍ୟାଙ୍କ ପ୍ରତିନିଧିଙ୍କ ଦ୍ୱାରା ପିଓଏସ୍ ଅଥବା ମାଇକ୍ରୋ ଏଟିଏମ୍ ଜରିଆରେ ବ୍ୟାଙ୍କିଙ୍ଗ ନେଣଦେଣ କରାଯାଇଥାଏ।
UPI Charges: ୟୁପିଆଇକୁ ନେଇ ବଡ଼ କଥା କହିଲେ ଅର୍ଥମନ୍ତ୍ରୀ ସୀତାରାମଣ
ନୂଆଦିଲ୍ଲୀ,୨୨।୯: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣ UPI ପାଇଁ ଲାଗୁ ହେବାକୁ ଥିବା ନୂତନ ‘ମର୍ଚ୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR) ସମ୍ବନ୍ଧୀୟ ସ୍ଥିତିକୁ ସ୍ପଷ୍ଟ କରିଛନ୍ତି। ସେ…
ସେପ୍ଟେମ୍ୱର ଶେଷ ସପ୍ତାହରେ ଗୋଟିଏ ଦିନ ଖୋଲା ରହିବ ବ୍ୟାଙ୍କ୍, ଜରୁରୀ କାମ ଥିଲେ…
ନୂଆଦିଲ୍ଲୀ,୨୦।୯: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (RBI)ର ଛୁଟି ତାଲିକା (ହଲିଡେ କ୍ୟାଲେଣ୍ଡର) ଦେଖିଲେ ମନେହେଉଛି ଯେ ଆସନ୍ତା ସପ୍ତାହରେ ବ୍ୟାଙ୍କ କେବଳ ଗୋଟିଏ ଦିନ ହିଁ…
ପେନଶନଭୋଗୀଙ୍କ ପାଇଁ ବଡ଼ ଖବର, UPI ରେ ଟଙ୍କା ଖର୍ଚ୍ଚ କରୁଥିଲେ…
ନୂଆଦିଲ୍ଲୀ,୨୦।୯: ପେନଶନ ଫଣ୍ଡ ନିୟାମକ ଏବଂ ବିକାଶ ପ୍ରାଧିକରଣ (PFRDA) କହିଛି ଯେ, ଇ-ଶ୍ରମ (e-Shram) ଡାଟାବେସରେ ପଞ୍ଜୀକୃତ ହୋଇଥିବା ଅସଂଗଠିତ କ୍ଷେତ୍ରର କର୍ମଚାରୀମାନେ ଖୁବ ଶୀଘ୍ର…
ଏହି ୭ ପ୍ରକାରର UPI ପେମେଣ୍ଟ୍ ଉପରେ କୌଣସି ଚାର୍ଜ ଲାଗିବ ନାହିଁ; ଜାଣନ୍ତୁ କ’ଣ?
ନୂଆଦିଲ୍ଲୀ,୨୦ା୯: UPI ବ୍ୟବହାର କରୁଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ୧୫ ଅକ୍ଟୋବର, ୨୦୨୬ ଠାରୁ, ଏକ ନୂତନ ବାଣିଜ୍ୟ ରିହାତି ହାର (MDR) ଢାଞ୍ଚା କିଛି…
ଭାରତରେ ପ୍ରବେଶ କରିବ ଆପଲ ପେ’
ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍ ପରିଚିତ। ତେବେ ଆମେରିକାରେ…
ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର
ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍…
ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…
ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…
୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!
ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

