ଜେଇଇ ଆଡ୍‌ଭାନ୍ସଡରେ ଆଲେନ୍‌ର ବାଜିମାତ୍‌

ଭୁବନେଶ୍ୱର,୧୩।୯:ଆଇଆଇଟି ମୁମ୍ବାଇ ଦ୍ୱାରା ପରିଚାଳିତ ଜେଇଇ ଆଡଭାନ୍ସଡ-୨୦୨୨ର ଫଳାଫଳ ନିକଟରେ ପ୍ରକାଶ ପାଇସାରିଛି। ଉକ୍ତ ଫଳାଫଳ ଅନୁଯାୟୀ ଆଲେନ୍‌ ଭୁବନେଶ୍ୱରର ଛାତ୍ରୀଛାତ୍ରୀମାନେ ପୁଣିଥରେ ବାଜିମାତ ସହ ପରୀକ୍ଷାରେ ନିଜର ଉତ୍କର୍ଷତା ପ୍ରମାଣ କରିଛନ୍ତି। ଏହି ପରିପ୍ରେକ୍ଷୀରେ ନିକଟରେ ଆଲେନ୍‌ ଭୁବନେଶ୍ୱର ସେଣ୍ଟର ପକ୍ଷରୁ ଜେଇଇ ଆଡଭାନ୍ସଡ-୨୦୨୨ର କୃତୀ ଛାତ୍ରୀଛାତ୍ରମାନଙ୍କର ସ୍ବାଗତ ସମ୍ବର୍ଦ୍ଧନା ପାଇଁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।
ଏ ସମ୍ପର୍କରେ ଆଲେନ୍‌ ଭୁବନେଶ୍ୱର ସେଣ୍ଟରର ମୁଖ୍ୟ ଅନୁରାଗ ମିଶ୍ର କହିଛନ୍ତି, ଆଲେନ୍‌ର କ୍ଳାସ୍‌ରୁମ୍‌ ଛାତ୍ର ଦିବ୍ୟାଂଶୁ ମାଲୁ ସର୍ବମୋଟ୍‌ ୨୮୫ମାର୍କ ରଖି ସର୍ବଭାରତୀୟସ୍ତରରେ ୧୧ତମ ର଼୍ୟାଙ୍କ ହାସଲ କରିଛନ୍ତି। ସେହିଭଳି କନିଷ୍କ ମୋଦି ସର୍ବଭାରତୀୟ ସ୍ତରରେ ୨୦୦ ତମ ର଼୍ୟାଙ୍କ ଓ ଆତିସ କୁମାର ସାହୁ ସର୍ବଭାରତୀୟ ସ୍ତରରେ ୩୧୧ତମ ର଼୍ୟାଙ୍କ ହାସଲ କରିଛନ୍ତି। ଅପରପକ୍ଷରେ ଜେଇଇ ଆଡଭାନ୍ସଡ-୨୦୨୨ର ଫଳାଫଳ ଅନୁଯାୟୀ ଆଲେନ୍‌ ଭୁବନେଶ୍ୱରର ଜଣେ ଛାତ୍ର ସର୍ବଭାରତୀୟ ର଼୍ୟାଙ୍କ ୫୦ମଧ୍ୟରେ ସ୍ଥାନ ପାଇଥିବା ବେଳେ ୫ଜଣ ଛାତ୍ର ସର୍ବଭାରତୀୟ ର଼୍ୟାଙ୍କ ୫୦୦ ଏବଂ ୧୪ ଜଣ ଛାତ୍ର ସର୍ବଭାରତୀୟ ର଼୍ୟାଙ୍କ ୨୦୦୦ ମଧ୍ୟରେ ଅଛନ୍ତି। ସୂଚନାଯୋଗ୍ୟ ଯେ ସର୍ବଭାରତୀୟ ସ୍ତରରେ ଶ୍ରେଷ୍ଠ ୧୦୦ ର଼୍ୟାଙ୍କ ମଧ୍ୟରେ ଆଲେନ୍‌ର ୩୨ ଛାତ୍ରୀଛାତ୍ର ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri