Posted inଜାତୀୟ

ଜେଏନ୍‌ୟୁ ହିଂସାର ତଦନ୍ତ ଭାର ନେଲା କ୍ରାଇମ୍‌ ବ୍ରାଞ୍ଚ୍‌: ୩ ଦଳରେ ବିଭକ୍ତ ହେଲା ଟିମ୍‌

ନୂଆଦିଲ୍ଲୀ,୬।୧: ଜେଏନ୍‌ୟୁ ହିଂସାକାଣ୍ଡର ତଦନ୍ତ ଭାର କ୍ରାଇମ୍‌ ବ୍ରାଞ୍ଚ୍‌ ହାତକୁ ଯାଇଛି। ମାମଲା ହସ୍ତାନ୍ତର ପରେ କ୍ରାଇମ୍‌ ବ୍ରାଞ୍ଚ୍‌ ତଦନ୍ତ ପାଇଁ ଯୋଜନା ପ୍ରସ୍ତୁତି କରିଛି। ଇତିମଧ୍ୟରେ ତଦନ୍ତ କରୁଥିବା ଦଳକୁ ୩ ଭାଗରେ ବିଭକ୍ତ କରାଯାଇଛି।

ପ୍ରତି ଦଳକୁ ଭିନ୍ନ ଭିନ୍ନ ତଦନ୍ତରେ ଲଗାଯାଇଛି। ପ୍ରଥମ ଦଳ ଜେଏନ୍‌ୟୁ ପରିସରରେ ତଦନ୍ତ କରୁଥିବାବେଳେ ଦ୍ୱିତୀୟ ଦଳ ସିସି ଟିଭି କ୍ୟାମେରା ଫୁଟେଜ୍‌ ଆଧାରରେ ଚିହ୍ନଟ ଅଭିଯୁକ୍ତଙ୍କ ଗିରଫ କରିବାରେ ନିୟୋଜିତ ରହିଥିବା କୁହାଯାଉଛି। ସେହିପରି ତୃତୀୟ ଦଳ ଭାଇରାଲ ଭିଡ଼ିଓ ଏବଂ ହ୍ବାଟସ୍‌ଆପ୍‌ ଦ୍ୱାରା ହିଂସା ସମୟରେ ଛାତ୍ରୀଛାତ୍ରଙ୍କୁ ଉସୁକେଇବା କାର୍ଯ୍ୟ କରୁଥିବା ବ୍ୟକ୍ତିବିଶେଷଙ୍କ ଚିହ୍ନଟ ଲାଗି କାର୍ଯ୍ୟ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କ ଦେହାନ୍ତ, ଶୋକ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଲେ ତାଙ୍କର…

ନୂଆଦିଲ୍ଲୀ,୨୦ା୯: ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କର ମାତ୍ର ୪୬ ବର୍ଷ ବୟସରେ ଦେହାନ୍ତ ହୋଇଛି। ରିପୋର୍ଟ ଅନୁଯାୟୀ, ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ହଠାତ୍‌ ଅବନତି ଘଟିବା ପରେ ତାଙ୍କର…

ଜଙ୍ଗଲରେ ପଡ଼ିଛି ହାତୀର ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ

ଜଳେଶ୍ୱର,୨୦ା୯(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ବରଡିହା ବନଖଣ୍ଡ କଳମା ପଞ୍ଚାୟତର ଆମ୍ବତୁମ୍ବା ଜଙ୍ଗଲରୁ ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ପ୍ରାପ୍ତ ସୂଚନା…

ଜନସାଧାରଣଙ୍କ ଅଭିଯୋଗ ଶୁଣିଲେ ଏସ୍‌ପି, ଅନ୍ଧବିଶ୍ୱାସଠାରୁ ଦୂରେଇ ରହିବା ନେଇ…

ଗଞ୍ଜାମ,୨୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ପୋଲିସ ପକ୍ଷରୁ ଫାଣ୍ଡି ପରିସରରେ ଆମ ପୋଲିସ ସମିତି ବୈଠକ ରବିବାର ଅନୁଷ୍ଠିତ ହୋଇଥିଲା। ଛତ୍ରପୁର…

ମାଉଜର ଦେଖାଇ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଝାମ୍ପିନେଲେ ୪ ଦୁର୍ବୃତ୍ତ

ନନ୍ଦପୁର,୨୦ା୯(ତୁଷାରକାନ୍ତ ମହାନ୍ତି): ପାର୍ବଣ ପୂର୍ବରୁ କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଚୋରି ଡକାୟତି ରାହାଜାନି ଘଟଣା ଦିନକୁ ଦିନ ବୃଦ୍ଧି ପାଉଛି। ନନ୍ଦପୁର ଥାନା କ୍ଷେତ୍ର ପାଲିବା…

ଶ୍ରୀଗୁଣ୍ଡିଚା ମନ୍ଦିର ପରିଦର୍ଶନ ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ପ୍ରଶାସକ

ପୁରୀ,୨୦ା୯(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ…

ଲଟାବୁଦାରେ ଭର୍ତ୍ତି ହୋଇଛି ଗାଁ ଶ୍ମଶାନ, ସଫେଇ ପାଇଁ ଏକାଠି ହେଲେ ଯୁବବର୍ଗ, ଅଧାପନ୍ତରିଆ ହୋଇଥିବା…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): ସରକାରଙ୍କ ପକ୍ଷରୁ ଶ୍ମଶାନ ଗୃହ ନିର୍ମାଣ ପାଇଁ ଲକ୍ଷଲକ୍ଷ ଟଙ୍କା ଅନୁଦାନ ଖର୍ଚ୍ଚ କରାଯାଇ ସ୍ବଚ୍ଛତା ଓ ସୌନ୍ଦର୍ଯ୍ୟ ପାଇଁ ପଦକ୍ଷେପ ନିଆଯାଉଛି। କିନ୍ତୁ…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ସକାଳୁ ସକାଳୁ ବର୍ଷାକୁ ନେଇ ବଡ଼ ଅପଡେଟ୍‌: ଜାରି ହେଲା ଆଲର୍ଟ, ଓଡ଼ିଶାର ଏହି ଜିଲାରେ…

ଭୁବନେଶ୍ୱର,୨୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଶନିବାର ସାରେ ଲଘୁଚାପର ରୂପ ନେଇଛି। ପଶ୍ଚିମ ଓ ଉତ୍ତର ପଶ୍ଚିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?