Posted inଜାତୀୟ

ଜେଟଲୀଙ୍କୁ ଭେଟିବାକୁ ଏମ୍ସ ଯିବେ ଆଡଭାନୀ

ନୂଆଦିଲ୍ଲୀ,୧୯।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କର ଦିଲ୍ଲୀସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌(ଏମ୍ସ)ରେ ଚିକିତ୍ସା ଚାଲିଛି। ଏବେ ସେ Extracorporeal membrane oxygenation (ECMO)ଥିବା ବେଳେ ତାଙ୍କୁ ଦେଖିବା ପାଇଁ ବହୁ ବରିଷ୍ଠ ନେତା ଏମ୍ସ ପହଞ୍ଚୁଛନ୍ତି। ଅପରାହ୍ନ ୨ଟା ସୁଦ୍ଧା ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ ମଧ୍ୟ ଏମ୍ସ ଗସ୍ତ କରିବାର ଯୋଜନା ରହିଛି। ବେଳକୁ ବେଳ ଜେଟଲୀଙ୍କ ସ୍ବାସ୍ଥ୍ୟରେ ଅବନତି ଦେଖାଯାଉଥିବା ମେଡିକାଲ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ମିସ୍‌ ଇଣ୍ଡିଆ ମେହେର କାଷ୍ଟେଲିନୋଙ୍କ ପରଲୋକ

ମୁମ୍ୱାଇ,୧୮ା୧୨:ପ୍ରଥମ ମିସ୍‌ ଇଣ୍ଡିଆ ମେହେର କାଷ୍ଟେଲିନୋଙ୍କ ବୁଧବାର ପରଲୋକ ହୋଇଯାଇଛି। ତାଙ୍କୁ ୮୧ ବର୍ଷ ହେଉଥିଲା। ୧୯୬୪ରେ ଭାରତର ପ୍ରଥମ ଫେମିନା ମିସ୍‌ ଇଣ୍ଡିଆ ମୁକୁଟ...

ଆଣବିକ ଶକ୍ତି କ୍ଷେତ୍ରରେ ପଶିବେ ଘରୋଇ ସଂସ୍ଥା

ନୂଆଦିଲ୍ଲୀ,୧୮ା୧୨(ପି.ଟି./ଏଜେନ୍ସି): ୨୦୪୭ ସୁଦ୍ଧା ଭାରତରେ ୧୦୦ ଗିଗାଓ୍ୱାଟ୍‌ ଅଣୁଶକ୍ତି ଉତ୍ପାଦନ ଲକ୍ଷ୍ୟ ହାସଲ ପାଇଁ ଉଦ୍ଦିଷ୍ଟ ବିଧେୟକକୁ ବୁଧବାର ଲୋକ ସଭାର ମଞ୍ଜୁରୀ ମିଳିଛି। ସଷ୍ଟେନେବଲ...

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri